www.samajalive.in
Saturday, December 6, 2025
26.1 C
Bhubaneswar

ପଥର ଖାଦାନରେ ବ୍ଲାଷ୍ଟିଂ; ୫ ଗୁରୁତର

ସୋର : ବାଲେଶ୍ୱର ଜିଲା ସୋର ଥାନା ବାଗୁଡ଼ି ପଥର ଖାଦାନରେ ବ୍ଲାଷ୍ଟିଂ ହୋଇ ୫ ଶ୍ରମିକ ଗୁରୁତର ହୋଇଥିବା ଜଣାପଡ଼ିଛି। ଆଜି ସକାଳେ ବାଗୁଡ଼ି ପଥର ଖାଦାନରେ ବ୍ଲାଷ୍ଟିଂ କରାଯାଇଥିଲା। ଫଳରେ ୫ ଜଣ ଗୁରୁତର ହୋଇ ପଡ଼ିଛନ୍ତି।  ଗୁରୁତର ଆହତଙ୍କୁ ସୋର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏବେବି ଜଣେ ଶ୍ରମିକ ପଥର ତଳେ ଚାପି ହୋଇ ରହିଥିବା ଜଣାଯାଇଛି। ଖବର ପାଇ ପୁଲିସ୍‌ ଓ ଅଗ୍ନିଶମ କର୍ମଚାରୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଛନ୍ତି।

Hot this week

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

Related Articles

Popular Categories