www.samajalive.in
Monday, December 15, 2025
14.1 C
Bhubaneswar

ବିଜେଡିରେ ମିଶିଲେ ସୌମ୍ୟ ରଞ୍ଜନ ପଟ୍ଟନାୟକ ଓ ଅଚ୍ୟୁତ ସାମନ୍ତ

ବିଜେଡିରେ ଆମ ଓଡ଼ିଶା ପାର୍ଟି  ମୁଖ୍ୟ ସୌମ୍ୟ ରଞ୍ଜନ ପଟ୍ଟନାୟକ ଓ କିଟ୍‌ର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଯୋଗ ଦେଇଛନ୍ତି ।

ନବୀନ ନିବାସରେ ନିଜ ସମର୍ଥକଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତରେ ବିଜେଡିରେ ସୌମ୍ୟ ରଞ୍ଜନ ପଟ୍ଟନାୟକ   ଯୋଗ ଦେଇଛନ୍ତି ।

- Advertisement -

ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିତ୍ୱ ଯୋଗୁଁ ବିଜେଡିରେ ଯୋଗ ଦେଇଥିବା ଅଚ୍ୟୁତ ସାମନ୍ତ ପ୍ରକାଶ କରିଛନ୍ତି ।

ବିଜେଡିରେ ମିଶିବା ପରେ ସୌମ୍ୟ ରଞ୍ଜନଙ୍କ ପ୍ରତିକ୍ରିୟା ‘ ଆମ ଓଡ଼ିଶା ପାର୍ଟି ଏକ ପ୍ରକାର ବିଜେଡରେ ବିଲୀନ ହେଲା,କୌଣସି ଆଶା ରଖି ଯୋଗ ଦେଇ ନାହିଁ , ଚାଷୀ ଓ ଚିଟ୍‌ ଫଣ୍ଡ ଆନ୍ଦେଳନ ଜାରି ରହିବ  ’ ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories