www.samajalive.in
Friday, December 5, 2025
26.1 C
Bhubaneswar

ସୌମ୍ୟାଶ୍ରୀଙ୍କ ପରିବାରକୁ ୨୦ଲକ୍ଷର ସହାୟତା ଘୋଷଣା

ସମାଜ ଡିଜିଟାଲ ଡେସ୍କ: ଜୀବନ ଯୁଦ୍ଧରେ ହାରିଗଲେ ଏଫ୍‍ଏମ୍‍ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶି । ଭୋଗରାଇ ପୈତୃକ ଗାଁରେ ଶୋକାକୂଳ ପରିବେଶ ମଧ୍ୟରେ ଶେଷକୃତ୍ୟ ସଂପନ୍ନ ହୋଇଛି । ମୃତ ସୌମ୍ୟାଶ୍ରୀଙ୍କ ପରିବାରକୁ ୨୦ଲକ୍ଷର ସହାୟତା ଘୋଷଣା କରିଛନ୍ତି ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦ ଲକ୍ଷର ସହାୟତା ଘୋଷଣା କରିଥିବା ସୂଚନା ଦେଇଛନ୍ତି ସାଂସଦ ପ୍ରତାପ ଷଡଙ୍ଗୀ । ଏମ୍ସର ବର୍ଣ୍ଣ ବିଭାଗରେ ଗୁରୁତର ଅବସ୍ଥା ଚିକିତ୍ସିତ ହେଉଥିବା ସୌମ୍ୟାଶ୍ରୀ ସୋମବାର ରାତି ୧୧ଟା ୪୬ମିନିଟରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ । ଏମ୍‌ସରେ ଦୀର୍ଘ ୫୫ଘଣ୍ଟାର ଜୀବନ ମରଣ ସହ ଲଢ଼େଇ କରିବା ପରେ ହାରିଯାଇଛନ୍ତି ଫକୀର ମୋହନ ସ୍ବୟଂ ଶାସିତ ମହାବିଦ୍ୟାଳୟର ଇଣ୍ଟିଗ୍ରେଟେଡ ବିଏଡ୍‌ ଦ୍ବିତୀୟ ବର୍ଷର ଛାତ୍ରୀ ସୌମ୍ୟାଶ୍ରୀ ବିଶି(୨୦)।

Hot this week

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

Related Articles

Popular Categories