www.samajalive.in
Monday, December 8, 2025
27.1 C
Bhubaneswar

ସ୍ୱାଦିଷ୍ଟ ଓ ସରଳ ସୁପ୍‍

ବଟର – ୩ ଚାମଚ
କର୍ଣ୍ଣଫ୍ଲୋର – ୧ ଚାମଚ
କ୍ଷୀର – ୧କପ
କଟା ଛତୁ – ୪୦୦ ଗ୍ରାମ
କଟା ପିଆଜ – ୨ଟି
ପାଣି – ୨କପ
ଲୁଣ – ଅଳ୍ପ
ଗୋଲମରିଚ ଗୁଣ୍ଡ – ଅଳ୍ପ
କଟା ଧନିଆ ପତ୍ର – ଅଳ୍ପ
ପ୍ରସ୍ତୁତି ପ୍ରଣାଳୀ – ଗ୍ୟାସରେ କଡ଼େଇ ବସାଇ ବଟର ଗରମ କରନ୍ତୁ। ବଟର ପକାଇବା ପରେ ଏଥିରେ ଛତୁ ଓ ପିଆଜ ପକାଇ ଭଲ ଭାବେ ଭାଜନ୍ତୁ। କିଛି ସମୟ ଭାଜିବା ପରେ ଗୋଲମରିଚ ଗୁଣ୍ଡ ଓ ଲୁଣ ପକାଇ ପୁଣି କିଛି ସମୟ ଭାଜନ୍ତୁ। ଭାଜିବା ପରେ ଏକ ପାତ୍ରକୁ କାଢି ଭାଜିଥିବା ଛତୁକୁ ଥଣ୍ଡା କରି ଏଥିରେ, କ୍ଷୀର, କର୍ଣ୍ଣଫ୍ଲୋର ପକାଇ ଭଲ ଭାବେ ପେଷି ଦିଅନ୍ତୁ। ପେଷିବା ପରେ ଗ୍ୟାସରେ ପୁଣି କଡ଼େଇ ବସାଇ ଆଉ ଥରେ ଏହି ମିଶ୍ରଣକୁ ପକାଇ ଅଳ୍ପ ପାଣି, ଅଳ୍ପ ଗୋଲମରିଚ ଗୁଣ୍ଡ ପକାଇ ପୁଣି କିଛି ସମୟ ଗୋଳାନ୍ତୁ। ଏବେ ଏହାକୁ ଏକ ପାତ୍ରକୁ କାଢି ଧନିଆପତ୍ର ଦେଇ ସଜାଇ ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ସ୍ୱାଦିଷ୍ଟ ଓ ସରଳ ସୁପ୍‍ ।

Hot this week

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

Related Articles

Popular Categories