www.samajalive.in
Thursday, December 11, 2025
18.1 C
Bhubaneswar

ଜେଲରୁ ମୁକ୍ତ ହେଲେ ଦକ୍ଷିଣ କୋରିଆର ନିଲମ୍ବିତ ରାଷ୍ଟ୍ରପତି ୟୁନ୍ ସୁକ୍ ୟୁଲ୍

ଡେସ୍କ: ମହାଭିଯୋଗିରେ ଦୋଷୀ ସାବ୍ୟସ୍ତ ଦକ୍ଷିଣ କୋରିଆର ରକ୍ଷଣଶୀଳ ରାଷ୍ଟ୍ରପତି ୟୁନ୍ ସୁକ୍ ୟୁଲଙ୍କୁ ଆଜି ତାଙ୍କୁ ଜେଲରୁ ମୁକ୍ତ କରାଯାଇଛି। ସିଓଲ୍ କୋର୍ଟ ରାଷ୍ଟ୍ରପତିଙ୍କୁ ଗିରଫ ନ କରି ବିଦ୍ରୋହ ନିମନ୍ତେ ବିଚାର ପାଇଁ ଅନୁମତି ଦେବା ସହ ତାଙ୍କ ଗିରଫଦାରୀ ରଦ୍ଦ କରିବାର ଦିନକ ପରେ ଆଜି ତାଙ୍କୁ ଜେଲରୁ ମୁକ୍ତ କରାଯାଇଛି। ଡିସେମ୍ବର ୩ରେ ଦେଶକୁ ରାଜନୈତିକ ଅସ୍ଥିରତା ଭିତରକୁ ଠେଲି ଦେଇଥିବା ଦର୍ଶାଇ ମାର୍ଶାଲ ଲ’ ଆଦେଶ ପାଇଁ ଶ୍ରୀ ୟୁନଙ୍କୁ ଜାନୁଆରୀରେ ପ୍ରସିକ୍ୟୁଟରମାନେ ଗିରଫ କରି ଦୋଷୀ ସାବ୍ୟସ୍ତ କରିଥିଲେ। ଉଦାରବାଦୀ, ବିରୋଧୀ ନିୟନ୍ତ୍ରିତ ନ୍ୟାସନାଲ ଆସେମ୍ବ୍ଲି ପୃଥକ ଭାବେ ତାଙ୍କ ବିରୋଧରେ ମହାଭିଯୋଗ ଆଣିବା ପାଇଁ ଭୋଟ୍ ଦେଇଥିଲା, ଯାହା ଫଳରେ ତାଙ୍କୁ ପଦରୁ ନିଲମ୍ବିତ କରାଯାଇଥିଲା।

Hot this week

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

Related Articles

Popular Categories