www.samajalive.in
Sunday, December 14, 2025
26.1 C
Bhubaneswar

ରାଧାପାଦ ଦର୍ଶନ ପୂର୍ବରୁ ସାକ୍ଷୀଗୋପାଳ ପରିଦର୍ଶନ କଲେ ପୁରୀ ଆରକ୍ଷୀ ଅଧିକ୍ଷକ

ଡେସ୍କ: ପୁରୀ ଆରକ୍ଷୀ ଅଧିକ୍ଷକ ବିନୀତ ଅଗ୍ରୱାଲ ଆଜି ସାକ୍ଷୀଗୋପାଳ ପରିଦର୍ଶନ କରିଛନ୍ତି। ଆସନ୍ତା ନଭେମ୍ବର ୧୦ରେ ଅଁଳା ନବମୀ ଓ ରାଧା ପାଦ ଦର୍ଶନ ପଡୁଥିବାରୁ ପଡୁଥିବାରୁ ସମସ୍ତ ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ଏସପି ଶ୍ରୀ ଅଗ୍ରୱାଲ। ରାଧା ପଦ ଦର୍ଶନ ସମୟରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବାର ସମ୍ଭାବନା ଥିବାରୁ ସୁରକ୍ଷା, ଭିଡ଼ ପରିଚାଳନା ଏବଂ ସମସ୍ତ ଭକ୍ତଙ୍କ ପାଇଁ ଶାନ୍ତିପୂର୍ଣ୍ଣ ଅନୁଭୂତି ସୁନିଶ୍ଚିତ କରିବା ପାଇଁ ପୁରୀ ପୋଲିସ ସମସ୍ତ ପଦକ୍ଷେପ ଗ୍ରହଣ କରୁଥିବା ଏସପି ଶ୍ରୀ ଅଗ୍ରୱାଲ କହିଛନ୍ତି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories