ନୂଆଦିଲ୍ଲୀ : ପୁଣି ଲୋକସଭା ବାଚସ୍ପତି ହୋଇପାରନ୍ତି ଓମ୍ ବିର୍ଲା। ମଙ୍ଗଳବାର ବାଚସ୍ପତି ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ଓମ୍ ବିର୍ଲା। ଏନଡିଏ ପକ୍ଷରୁ ବାଚସ୍ପତି ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଇଣ୍ଡି ମେଣ୍ଟ ପକ୍ଷରୁ କେ. ସୁରେଶ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଆସନ୍ତାକାଲି ଲୋକସଭା ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ।
ଓଠରେ ଲିପଷ୍ଟିକ୍, ମଥାରେ ଟିକିଲି.. ବିମାନବନ୍ଦର ଅଧିକାରୀ ଏମିତି କଲେ ଆତ୍ମହତ୍ୟା, କାରଣ ଖୋଜୁଛି ପୁଲିସ..



