www.samajalive.in
Friday, December 12, 2025
14.1 C
Bhubaneswar

ବାଚସ୍ପତି ପଦରୁ ଇସ୍ତଫା ଦେଲେ ସୂର୍ଯ୍ୟ

ଭୁବନେଶ୍ୱର: ବାଚସ୍ପତି ପଦରୁ ଇସ୍ତଫା ଦେଇଛନ୍ତି ସୂର୍ଯ୍ୟ ନାରାୟଣ ପାତ୍ର । ଏନେଇ ଉପ ବାଚସ୍ପତିଙ୍କ ନିକଟକୁ ନିଜର ଇସ୍ତଫା ପତ୍ର ପଠାଇଥିବା ଜଣାପଡ଼ିଛି । କୁହାଯାଇଛି ନବୀନଙ୍କ ଏହି ନୂତନ ମନ୍ତ୍ରୀମଣ୍ଡଳରେ ସବୁ କିଛି ପରିବର୍ତ୍ତନ ହେବ । ନୂଆ ବାଚସ୍ପତିଙ୍କ ସହ ନୂଆମୁହଁ ନୂଆ ମନ୍ତ୍ରୀମଣ୍ଡଳରେ ସାମିଲ କରାଯିବ ।  ଆସନ୍ତାକାଲି ନୂଆ ମନ୍ତ୍ରିମଣ୍ଡଳ ଗଠନ କରାଯିବା ନେଇ ଚର୍ଚ୍ଚା ଜୋରଦାର ହେଉଛି । ରାଜଭବନରେ କାଲି ନୂଆ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ଉତ୍ସବ କରାଯିବ । ଏଥିଲାଗି ସମସ୍ତ ପ୍ରସ୍ତୁତି କରାଯାଉଥିବା ସୂଚନା ରହିଛି ।

Hot this week

ଆଜିର : ରାଶିଫଳ,ଆପଣଙ୍କ ଅଶାନ୍ତିର ଅବସାନ ଘଟିବ

ମେଷ : ଅଶ୍ବିନୀ ଓ ଦ୍ବିଜା ନକ୍ଷତ୍ରଜାତ ବ୍ୟକ୍ତି ବିପଦମୁକ୍ତ ହୋଇପାରନ୍ତି।...

ସାମାନ୍ୟ କମିଲା ସୁନାଦର

ନୂଆଦିଲ୍ଲୀ-ଭାରତରେ ସୁନା ମୂଲ୍ୟ ହ୍ରାସ ପାଇଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର...

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

Related Articles

Popular Categories