www.samajalive.in
Wednesday, December 10, 2025
26.1 C
Bhubaneswar

ଉତ୍କଳ ଦିବସରେ ଚାଷୀଙ୍କୁ ସ୍ବତନ୍ତ୍ର ସହାୟତା

ଭୁବନେଶ୍ବର : ଶନିବାର (ଆସନ୍ତାକାଲି) ଏପ୍ରିଲ ପହିଲା ତଥା ଉତ୍କଳ ଦିବସରେ ରାଜ୍ୟସରକାରଙ୍କ ପକ୍ଷରୁ ଚାଷୀମାନଙ୍କୁ ସ୍ବତନ୍ତ୍ର ସହାୟତା ପ୍ରଦାନ କରାଯିବ। କୃଷି ବିଭାଗ ପକ୍ଷରୁ ଆସିଥିବା ଏ ସଂକ୍ରାନ୍ତ ପ୍ରସ୍ତାବକୁ ସରକାର ଗୁରୁବାର ଅନୁମୋଦନ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏପ୍ରିଲ ପହିଲାରେ ଏ ସମ୍ପର୍କରେ ଘୋଷଣା କରିବେ। ତେବେ କାଳିଆ ଯୋଜନାର ଆଉ ଏକ କିସ୍ତିର ସହାୟତା ରାଶି ପ୍ରଦାନ କରାଯିବ ବୋଲି ବୋଲି ବିଶ୍ବସ୍ତ ସୂତ୍ରରୁ ଜଣାଯାଇଛି।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories