www.samajalive.in
Sunday, December 7, 2025
26.1 C
Bhubaneswar

ଅଟକି ରହିଥିବା ଯାତ୍ରୀଙ୍କ ପାଇଁ ସ୍ୱତନ୍ତ୍ର ବସ୍ ବ୍ୟବସ୍ଥା

ଡେସ୍କ : ବାଲେଶ୍ଵର ଟ୍ରେନ ଦୁର୍ଘଟଣା ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ଅଟକି ରହିଥିବା ଯାତ୍ରୀଙ୍କ ପାଇଁ ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ ପକ୍ଷରୁ ସ୍ୱତନ୍ତ୍ର ସରକାରୀ ଏବଂ ଘରୋଇ ବସର ବ୍ୟବସ୍ଥା କରାଯାଇଛି । ଏହି ସବୁ ବସ୍ ଯୋଗେ ସେମାନଙ୍କୁ ନିଜର ଗନ୍ତବ୍ୟ ସ୍ଥଳକୁ ପଠାଯାଉଛି ।

ଏ ନେଇ ଯେକୌଣସି ସହାୟତା ପାଇଁ ଜାରି କରାଯାଇଥିବା ନମ୍ବରଟି ହେଉଛି : ୧୮୦୦-୩୪୫-୧୦୭୩

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories