www.samajalive.in
Monday, December 15, 2025
27.1 C
Bhubaneswar

ପୁଣି ବଢ଼ିଲା ସ୍ବତନ୍ତ୍ର ଓଜେଇଇ ଆବେଦନ ଅବଧି

ଭୁବନେଶ୍ବର: ସ୍ବତନ୍ତ୍ର ଓଜେଇଇ ଆବେଦନ ଅବଧି ଅଗଷ୍ଟ ୧୭ ପର୍ଯ୍ୟନ୍ତ ବଢ଼ାଇ ଦିଆଯାଇଛି। ପୂର୍ବରୁ ଅଗଷ୍ଟ ୧୦ ଆବେଦନର ଶେଷ ତାରିଖ ଧାର୍ଯ୍ୟ ହୋଇଥିଲା। ଆବେଦନ ଅବଧି ବଢ଼ିବା ସହିତ ଅଗଷ୍ଟ ୧୮ ପର୍ଯ୍ୟନ୍ତ ଫି ଭରିବା ପାଇଁ ଛାତ୍ରଛାତ୍ରୀଙ୍କୁ ଅନୁମତି ଦିଆଯାଇଛି। ଯେଉଁମାନେ ଆବେଦନ କରିଛନ୍ତି ସେମାନେ ଚାହିଁଲେ ବି ସଂଶୋଧନ କରିପାରିବେ। ପସନ୍ଦର ସେଣ୍ଟର ପରିବର୍ତ୍ତନ କିମ୍ବା ଅନ୍ୟାନ୍ୟ ସଂଶୋଧନ ନେଇ ମଧ୍ୟ ଛାତ୍ରଛାତ୍ରୀଙ୍କୁ ଅନୁମତି ଦିଆଯାଇଛି। ଆଗକୁ ଆଉ ଆବେଦନ ଅବଧି ଆଉ ବଢ଼ାଯିବ ନାହିଁ ବୋଲି ଓଜେଇଇ ଅଧ୍ୟକ୍ଷ ସୂଚନା ଦେଇଛନ୍ତି।

Hot this week

ପହଲଗାଓଁ ଆତଙ୍କବାଦୀ ଆକ୍ରମଣ ମାମଲାର ଚାର୍ଜସିଟ୍ ଦାଖଲ କରିବ ଏନଆଇଏ

ସମାଜ ଲାଇଭ ଡ଼େସ୍କ : ଆଜି ପହଲଗାଓଁ  ଆତଙ୍କବାଦୀ ଆକ୍ରମଣ ଘଟଣାରେ,...

ଭୁବନେଶ୍ୱରରେ ହେବ ଭିଜା ସେଣ୍ଟର

ସମାଜ ଡିଜିଟାଲ ଡେସ୍କ: ଭୁବନେଶ୍ୱରରେ ହେବ ‘ଗ୍ଲୋବାଲ ଭିଜା ଆପ୍ଲିକେସନ ସେଣ୍ଟର’...

ଡିଜିପିଙ୍କ କ୍ୟାମ୍ପ ଅଫିସ ସମ୍ମୁଖରେ ବିଜେଡିର ଧାରଣା

ଭୁବନେଶ୍ବର: ପ୍ରଣବଙ୍କ ଘରେ ଭଙ୍ଗାରୁଜାକୁ ନେଇ ପ୍ରତିବାଦ ତୀବ୍ର ହେବାରେ ଲାଗିଛି।...

କେନ୍ଦ୍ରାପଡାରେ ଶୀତଳ ଭଣ୍ଡାର ଲୋକାର୍ପଣ

ସମାଜ ଡିଜିଟାଲ ଡେସ୍କ: କେନ୍ଦ୍ରାପଡା ଜମଧର ଠାରେ ନିର୍ମିତ ଶୀତଳଭଣ୍ଡାରକୁ ଲୋକାର୍ପଣ...

ମୋଦୀଙ୍କୁ କଂଗ୍ରେସର ଅପଶବ୍ଦ : କ୍ଷମା ଦାବି କଲେ ନଡ୍ଡା

ସମାଜ ଲାଇଭ ଡ଼େସ୍କ : ଗତକାଲି ଦିଲ୍ଲୀରେ ଏସାଇଆର ବିରୋଧରେ କଂଗ୍ରେସ...

Related Articles

Popular Categories