www.samajalive.in
Monday, December 15, 2025
14.1 C
Bhubaneswar

ଭୂମିହୀନଙ୍କୁ ସ୍ଥାୟୀ ପଟ୍ଟା! ଚୌଦ୍ୱାର ଓ ସମ୍ବଲପୁରରେ ୱେଲ୍ସସ୍ପୁନ ପ୍ରକଳ୍ପ ପାଇଁ ସ୍ୱତନ୍ତ୍ର ପ୍ୟାକେଜ, ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୧୦ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର – ମଙ୍ଗଳବାରେ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ୍‌ ବୈଠକରେ ୧୦ଟି ପ୍ରସ୍ତାବକୁ ମଞ୍ଜୁରୀ ପ୍ରଦାନ କରାଯାଇଛି । ଗୋପାଳପୁରରେ ଶିଳ୍ପ କରିଡର ପ୍ରତିଷ୍ଠା ପାଇଁ ଏଥିରେ ନିଷ୍ପତ୍ତି ଗ୍ରହଣ କରାଯାଇଛି । ଏହା ସହ ଚୌଦ୍ୱାର ଓ ସମ୍ବଲପୁରରେ ୱେଲ୍ସସ୍ପୁନ ପ୍ରକଳ୍ପ ପାଇଁ ସ୍ୱତନ୍ତ୍ର ପ୍ୟାକେଜ ଘୋଷଣା କରାଯାଇଛି । ଭୁବନେଶ୍ୱର ଏବଂ ଜଟଣୀରେ ଲିଜ୍‌ ଆକାରରେ ଜମି ନେଇଥିବା ଭୂମିହୀନଙ୍କୁ ସ୍ଥାୟୀ ପଟ୍ଟା ପ୍ରଦାନ କରାଯିବ।

ଖାଦ୍ୟ ପ୍ରକ୍ରିୟାକରଣ ନୀତି ଏବଂ ଏମ୍‌ଏସ୍‌ଏମ୍‌ଇ ନୀତିରେ ସଂଶୋଧନ ପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି। ପରିବହନ ବିଘାର ମୋଟର ଯାନ ବକେୟା କର ଏବଂଜରିମାନାକୁ ଏକାଥରକେ ପରିଶୋଧକୁ କ୍ୟାବିନେଟ ମଞ୍ଜୁର ପ୍ରଦାନ କରିଛନ୍ତି । ସମାଜିକ ସୁରକ୍ଷା କ୍ୟାଡରରେ ସଂଶୋଧନ, କଟକ ମାଧ୍ୟମିକ ବୋର୍ଡ ବିଦ୍ୟାଳୟକୁ ସରକାରୀ ବିଦ୍ୟାଳୟର ମାନ୍ୟତା, ଓଡିଶା ଦେଓ୍ୱାନୀ ଅଦାଲତରେ କିରାଣୀ ନିଯୁକ୍ତି ସର୍ତ୍ତାବଳୀ ସଂଶୋଧନ ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories