www.samajalive.in
Thursday, December 11, 2025
13.1 C
Bhubaneswar

ବର୍ଷା ପାଇଁ ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ ଏସଆରସିଙ୍କ ଚିଠି

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସ୍ଥାନରେ ଶନିବାର ପ୍ରବଳ ବର୍ଷା ପରେ ସମସ୍ତ ଜିଲ୍ଲାପାଳ ଓ ସବୁ ମହାନଗର ନିଗମ କମିଶନରଙ୍କୁ ସ୍ୱତନ୍ତ୍ର ରିଲିଫ୍ ଆୟୁକ୍ତ (ଏସଆରସି) ସତ୍ୟବ୍ରତ ସାହୁ  ଚିଠି ଲେଖିଛନ୍ତି । ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ସତର୍କ ରହିବାକୁ ଏସଆରସି ପରାମର୍ଶ ଦେଇଛନ୍ତି । ସହରର ତଳିଆ ଅଞ୍ଚଳରେ ପାଣି ଜମିଲେ ଲୋକଙ୍କୁ ସ୍ଥାନାନ୍ତର କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ପମ୍ପ୍ ଲଗାଇ ବର୍ଷା ଜଳ ନିଷ୍କାସନ ଏବଂ ଜଳ ନିଷ୍କାସନ ଲାଗି ଡ୍ରେନ୍ ଗୁଡିକୁ ସଫା ରଖିବାକୁ ମଧ୍ୟ ଏସଆରସି ଶ୍ରୀ ସାହୁ ନିର୍ଦ୍ଦେଶ ଦେଇଛନ୍ତି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories