www.samajalive.in
Saturday, December 6, 2025
14.1 C
Bhubaneswar

ଆପାର୍ଟମେଣ୍ଟ ଲୁଟେରା ଗ୍ୟାଙ୍ଗ ଗିରଫ: ୯ ଅଭିଯୁକ୍ତଙ୍କୁ ବାନ୍ଧିଲା ସ୍ପେଶାଲ ସ୍କ୍ୱାର୍ଡ

ଭୁବନେଶ୍ୱର: ରାଜଧାନୀର ବିଭିନ୍ନ ଆପାର୍ଟମେଣ୍ଟରେ ଲୁଟ କରି ଆତଙ୍କ ଖେଳାଇଥିବା ଗ୍ୟାଙ୍ଗକୁ ଗିରଫ କରାଯାଇଛି। ୯ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି କମିଶନରେଟ ପୁଲିସର ସ୍ପେଶାଲ ସ୍କ୍ୱାର୍ଡ। କିଛି ଦିନ ହେବ ବାରମ୍ବାର ଆପାର୍ଟମେଣ୍ଟରୁ ଲୁଟ ହେଉଥିଲା। କବାଡ, ଝରକା ତାଡି ଘରେ ପଶି ସୁନା ଅଳଙ୍କାର ସହ ଟଙ୍କା ଲୁଟି ନେଇ ଛୁ ମାରୁଥିଲା ଗ୍ୟାଙ୍ଗ। ଗିରଫ ଅଭିଯୁକ୍ତଙ୍କ ଠାରୁ ଗାଡି, ନଗଦ ଟଙ୍କା, ସୁନାରୂପା ଗହଣା ଜବତ କରିଛି ପୁଲିସ। ଗିରଫ ଅଭିଯୁକ୍ତଙ୍କ ନାଁରେ ଏକାଧିକ ମାମଲା ରହିଛି।

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories