www.samajalive.in
Sunday, December 14, 2025
14.1 C
Bhubaneswar

ଅତ୍ୟାବଶ୍ୟକ ସାମଗ୍ରୀ ପରିବହନ ପାଇଁ ସ୍ବତନ୍ତ୍ର ‘ଟାସ୍କଫୋର୍ସ’

ଭୁବ‌େ‌‌ନଶ୍ବର : ଚାଳକ ସଂଘର ରାଜ୍ୟବ୍ୟାପୀ ଆନ୍ଦୋଳନକୁ ଦୃଷ୍ଟିରେ ରଖି ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଏକ ଟାସ୍କଫୋର୍ସ ଗଠନ କରାଯାଇଛି । ଏଥିରେ ପୁଲିସ ମହାନିର୍ଦେଶକ, ଉନ୍ନୟନ ଆୟୁକ୍ତ, ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ସଚିବ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପ୍ରମୁଖ ସଚିବ ଏବଂ ପରିବହନ ଆୟୁକ୍ତ ସଦସ୍ୟ ରହିଛନ୍ତି । ଅତ୍ୟାବଶ୍ୟକ ସାମଗ୍ରୀର ସୁପରିବହନ ସୁନିଶ୍ଚିତ କରିବାକୁ ଏହି ଟାସ୍କଫୋର୍ସ ଆବଶ୍ୟକ ପଦକ୍ଷେପ ନେବ। ଏହାସହ ତିନୋଟି ୨୪ ଘଣ୍ଟିଆ କ‌େ‌ଣ୍ଟ୍ରାଲ୍ ରୁମ୍ ପ୍ରତିଷ୍ଠା କରାଯାଇଛି। ସେଗୁଡ଼ିକ ହେଲା- ଷ୍ଟେଟ୍ ଇମର୍ଜେନ୍ସି ରେସପନସ୍ ସେଣ୍ଟର (ନମ୍ବର ୧୧୨), ପରିବହନ ଆୟୁକ୍ତଙ୍କ କାର୍ଯ୍ୟାଳୟ (ନମ୍ବର ୧୮୦୦୩୪୫୧୦୭୩) ଓ ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ବିଭାଗର (ନମ୍ବର ୦୬୭୪-୨୩୯୩୬୪୪)।

Hot this week

ମହାନଦୀ ପ୍ରସଙ୍ଗରେ ରାଜନୀତି ସରଗରମ

୨୨ରେ ଉଚ୍ଚସ୍ତରୀୟ କମିଟିର ପ୍ରଥମ ବୈଠକ ରାଜ୍ୟ ସରକାର ଆଭିମୁଖ୍ୟ ସ୍ପଷ୍ଟ...

ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ବଙ୍ଗଳା ନେବା ଅଭିଯୋଗ ଉଠାଇଲା ବିଜେଡି

ଭୁବନେଶ୍ବର : ସ୍ବତନ୍ତ୍ର ଓଡ଼ିଶା ଗଠନ ହେବା ପରଠାରୁ ମୋହନ ଚରଣ...

ନବମ ଶ୍ରେଣୀ ଛାତ୍ର ଠାରୁ ବନ୍ଧୁକ ଜବତ

ଗରଦପୁର : କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ କୋରୁଆ ସରକାରୀ ଉଚ୍ଚ...

୨୦୨୬ରେ ଏହି ରାଶିଙ୍କ ଚମକିବ ଭାଗ୍ୟ: ଯାହାବି କରିବେ ସଫଳ ହେବେ, ପ୍ରଚୁର ଧନ ବର୍ଷା ହେବ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ସ୍ଥିତି ଏବଂ ଗତି ବ୍ୟକ୍ତିବିଶେଷଙ୍କ ଜୀବନକୁ...

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

Related Articles

Popular Categories