www.samajalive.in
Saturday, December 13, 2025
21.1 C
Bhubaneswar

ପ୍ୟାରିସ୍ ପାରାଲିମ୍ପିକ୍ସରୁ ଫେରିଥିବା ୬ ଜଣ ପଦକ ବିଜେତାଙ୍କୁ ସମ୍ବର୍ଦ୍ଧିତ କଲେ କ୍ରୀଡ଼ାମନ୍ତ୍ରୀ

ଡେସ୍କ: କେନ୍ଦ୍ର କ୍ରୀଡ଼ା ମନ୍ତ୍ରୀ ମନସୁଖ ମାଣ୍ଡବ୍ୟ କହିଛନ୍ତି ଯେ ଖେଳାଳିମାନେ ଯେପରି ଉତ୍ତମ ପ୍ରଶିକ୍ଷଣ ପାଇପାରିବେ ସେଥିପାଇଁ କ୍ରୀଡ଼ାବିତ୍ ଓ ପ୍ରଶିକ୍ଷକଙ୍କୁ ସମସ୍ତ ପ୍ରକାର ସୁବିଧା ଯୋଗାଇ ଦେବାକୁ ସରକାର ପ୍ରତିଶ୍ରୁତିବଦ୍ଧ। ଶ୍ରୀ ମାଣ୍ଡବ୍ୟ କହିଛନ୍ତି ଯେ କ୍ରୀଡ଼ାବିତ୍ ମାନେ ଯେପରି କ୍ରୀଡ଼ା ପ୍ରତିଯୋଗିତାରେ ଉନ୍ନତ ପ୍ରଦର୍ଶନ କରିପାରିବେ ସେଥିପାଇଁ ସରକାର ସେମାନଙ୍କ ପାଇଁ ଅନ୍ତର୍ଜାତୀୟ ମାନର କ୍ରୀଡ଼ା ଭିତ୍ତିଭୂମି ବିକଶିତ କରୁଛନ୍ତି।

ଶନିବାର ନୂଆଦିଲ୍ଲୀ ଫେରିଥିବା ପ୍ୟାରିସ୍ ପାରାଲିମ୍ପିକ୍ କ୍ରୀଡ଼ାବିତ ମାନଙ୍କୁ ସମ୍ବର୍ଦ୍ଧିତ କରିବା ଅବସରରେ ଶ୍ରୀ ମାଣ୍ଡବ୍ୟ ଏହା କହିଛନ୍ତି। ସ୍ବର୍ଣ୍ଣ ପଦକ ବିଜେତା ଅବନୀ ଲେଖରା, ରୌପ୍ୟ ପଦକ ବିଜେତା ମନୀଷ ନରଓ୍ଵାଲ ଓ ପ୍ରଣବ ସୁରମା ଏବଂ କାଂସ୍ୟ ପଦକ ବିଜେତା ମୋନା ଅଗ୍ରୱାଲ, ରୁବିନା ଫ୍ରାନ୍ସିସ୍ ଓ ରାକେଶ କୁମାରଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।

- Advertisement -

ପ୍ୟାରିସ୍ ପାରାଲିମ୍ପିକ୍ସରେ ଚମତ୍କାର ପ୍ରଦର୍ଶନ ପାଇଁ କ୍ରୀଡ଼ାବିତଙ୍କୁ ପ୍ରଶଂସା କରି ସେ କହିଛନ୍ତି ଯେ ସେମାନେ ଦେଶ ପାଇଁ ଗୌରବ ଆଣିଛନ୍ତି ଏବଂ ଏପର୍ଯ୍ୟନ୍ତ ୬ଟି ସ୍ୱର୍ଣ୍ଣ, ୯ଟି ରୌପ୍ୟ ଏବଂ ୧୨ଟି କାଂସ୍ୟ ସମେତ ୨୭ଟି ପଦକ ଜିତି ଇତିହାସ ସୃଷ୍ଟି କରିଛନ୍ତି।

Hot this week

ଭାରସ୍ୟାମ ହରାଇ ବାଇକ ଦୁର୍ଘଟଣା ଜଣେ ମୃତ

ପାଟଣା - ଘଟଗାଁ ଥାନା ଅଞ୍ଚଳ ୨୦ ନଂ ଜାତୀୟ ରାଜପଥର...

ସ୍ତ୍ରୀର ପରକୀୟା ପ୍ରୀତି ଧରାପଡିବାରୁ ସ୍ୱାମୀକୁ ହତ୍ୟା କଲା

ନୟାଗଡ଼ - ନୟାଗଡ ଖଣ୍ତପଡା ପୁଆଣିଆ ଗାଁରେ ସ୍ଵାମୀକୁ ସ୍ତ୍ରୀ ହତ୍ୟା...

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

Related Articles

Popular Categories