www.samajalive.in
Sunday, December 7, 2025
26.1 C
Bhubaneswar

ହୃଦଘାତରେ କ୍ରୀଡ଼ା ଶିକ୍ଷୟିତ୍ରୀଙ୍କ ବିୟୋଗ

ରେଙ୍ଗାଲିକ୍ୟାମ୍ପ: ଅତାବିରା ସରକାରୀ ବାଳିକା ହାଇସ୍କୁଲରେ କାର୍ଯ୍ୟରତ କ୍ରୀଡ଼ା ଶିକ୍ଷୟିତ୍ରୀ ପୁଷ୍ପଲତା ନାଏକ(୫୭)ଙ୍କ ହୃଦଘାତରେ ବିୟୋଗ ହୋଇଛି। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି। ସେ କିଛି ବର୍ଷ ହେଲା ହୃତଘାତ ଜନିତ ରୋଗରେ ପୀଡିତ ହୋଇ ଚିକିତ୍ସିତ ହୋଇ ଆସୁଥିଲେ। ଚିକିତ୍ସା ପାଇଁ ଭୁବନେଶ୍ବର ଯିବା ବାଟରେ ତାଙ୍କର ବିୟୋଗ ଘଟିଥିଲା। ସ୍ୱର୍ଗଦ୍ୱାରରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ  ପୁତ୍ର ଶାଶ୍ୱତ ବାରିକ ମୁଖାଗ୍ନି ଦେଇଥିଲେ।

Hot this week

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

Related Articles

Popular Categories