www.samajalive.in
Friday, December 12, 2025
23.1 C
Bhubaneswar

ପାରାଦୀପ ସମୁଦ୍ରରେ ଗୁପ୍ତଚର ପାରା

ପାରାଦୀପ: ସମୁଦ୍ର ମଝିରୁ ଗୁପ୍ତଚର ପାରା ଉଦ୍ଧାର ହୋଇଛି। ପାରା ଦେହରେ କ୍ୟାମେରା ଓ ଚିପ୍ ଲାଗିଛି। ପାରା ଡେଣାରେ ଏକ ଅଜଣା ବିଦେଶୀ ଭାଷାରେ କିଛି ଲେଖା ହୋଇଥିବାରୁ ଆହୁରି ସନ୍ଦେହ ଘନୀଭୂତ ହୋଇଛି। କୋଣାର୍କ ନିକଟ ଗଭୀର ସମୁଦ୍ରରେ ସାରଥୀ ନାମକ ଏକ ଟ୍ରଲର ମାଛ ଧରୁଥିବା ସମୟରେ ମତ୍ସ୍ୟଜୀବୀମାନେ ଏହି ପାରାକୁ ଉଦ୍ଧାର କରିଛନ୍ତି। ମେରାଇନ୍ ଥାନା ପୁଲିସ ଟ୍ରଲରରୁ ପାରାକୁ ନିଜ ଅଧୀନକୁ ଆଣିବା ପରେ ତଦନ୍ତ ଆରମ୍ଭ କରିଛି।

Hot this week

ଶୁକ୍ର ଗୋଚର: ବର୍ଷ ଶେଷରେ ଏହି ରାଶିଙ୍କ କ୍ୟାରିଅର, ରୋଜଗାର ହେବ ଦ୍ୱିଗୁଣିତ

ସମାଜ ଡିଜିଟାଲ ଡେସ୍କ: ୨୦ ଡିସେମ୍ବର ଶନିବାର ଦିନ ଶୁକ୍ର ଧନୁ...

ଏସ୍‌ଆଇଆର ପ୍ରସଙ୍ଗରେ ମମତାଙ୍କ ଧମକ

ତାଲିକାରୁ ଗୋଟିଏ ନାଁ ବାଦ ପଡ଼ିଲେ ବିଦ୍ରୋହ କଲକାତା : ନିର୍ବାଚନ କମିସନ...

ଜାପାନରେ ୬.୭ ତୀବ୍ରତାର ଭୂକମ୍ପ : ସୁନାମି ସତର୍କତା ଜାରି

ଟୋକିଓ : ଆଜି ସକାଳେ ଜାପାନର ଉତ୍ତର ପୂର୍ବ ଉପକୂଳରେ ଶକ୍ତିଶାଳୀ...

ପାକ୍‌ ମାଛଧରା ବୋଟ ଜବତ, ୧୧ ଗିରଫ

ଅହମଦାବାଦ : ତଟରକ୍ଷୀ ବାହିନୀ ପକ୍ଷରୁ ବୁଧବାର ଗୁଜରାଟର ଊପକୂଳସ୍ଥ ଆରବ...

୬ମାସ ଦରମା ପାଇନାହାନ୍ତି ପାକିସ୍ତାନ ପୁଲିସ

କରାଚୀ : ପାକିସ୍ତାନର ଖାଇବର ପଖତୁନଖ୍ବା ପ୍ରଦେଶରେ ମୁତୟନ ଥିବା ସ୍ବତନ୍ତ୍ର...

Related Articles

Popular Categories