www.samajalive.in
Sunday, December 14, 2025
16.1 C
Bhubaneswar

ଶ୍ରୀବଳଦେବଜୀଉଙ୍କ ମନ୍ଦିରରେ ଘିଅର ମାନ ନେଇ ପ୍ରଶ୍ନ ଉଠାଇଲେ ସେବାୟତ

ସମାଜ ଡିଜିଟାଲ ଡେସ୍କ: କେନ୍ଦ୍ରାପଡା ଜିଲାରେ ଥିବା ତୁଳସୀ କ୍ଷେତ୍ର ଶ୍ରୀବଳଦେବଜୀଉ ମନ୍ଦିରରେ ବ୍ୟବହୁତ ଘିଅର ମାନ ନେଇ ପ୍ରଶ୍ନ ଉଠାଇଛନ୍ତି ସେବାୟତ ଓ ଭକ୍ତ। ମନ୍ଦିରରେ ଅପମିଶ୍ରିତ ଘିଅରେ ଶ୍ରୀବଳଦେବଜୀଉଙ୍କ ନିତ୍ୟ ଭୋଗ ପ୍ରସ୍ତୁତ ହେଉଥିବା ପ୍ରକାଶ କରିଛନ୍ତି। ତେବେ ଏହାକୁ ନେଇ ଭକ୍ତଙ୍କ ମନରେ ଅସନ୍ତୋଷ ପ୍ରକାଶ ପାଇବା ପରେ ଘିଅର ମାନ ଯାଞ୍ଚ କରିବାକୁ ଦାବି ହୋଇଛି। ଗତକାଲି ଜଗତସିଂହପୁର ଜିଲାର ମା’ ଶାରଳାଙ୍କ ମନ୍ଦିରରେ ବ୍ୟବହୁତ ଘିଅର ମାନ ଯାଞ୍ଚ କରାଯାଇଥିଲା। ସୂଚନା ଅନୁସାରେ ତିରୁପତିଙ୍କ ଲଡୁରେ ପଶୁ ଚର୍ବି ମିଶିବା ନେଇ ଖବର ପ୍ରଶାସରଣ ପରେ ଏବେ ରାଜ୍ୟରେ ସବୁ ମନ୍ଦିରରେ ଘିଅର ମାନ ଯାଞ୍ଚ କରିବାକୁ ନିର୍ଦେଶ ଦିଆଯାଇଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories