www.samajalive.in
Tuesday, December 9, 2025
17.1 C
Bhubaneswar

ସୁରକ୍ଷାକର୍ମୀ-ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ, ୨ ଆତଙ୍କବାଦୀ ମୃତ

ଶ୍ରୀନଗର: ଜମ୍ମୁ ଓ କଶ୍ମୀରର କୁପଓ୍ଵାଡ଼ା ଜିଲ୍ଲା ହାଣ୍ଡଓ୍ଵାଡ଼ା ର ଗଲୁରାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ମଙ୍ଗଳବାର ସକାଳେ ସୁରକ୍ଷାକର୍ମୀମାନେ ସର୍ଚ୍ଚ ଅପରେସନ୍‌ କରୁଥିବା ବେଳେ ହଠାତ୍ ଆତଙ୍କବାଦୀମାନେ ସେମାନଙ୍କୁ ଉପରକୁ ଗୁଳିବର୍ଷଣ କରିଥିଲେ ।  ଏହାର ପାଲଟା ଆକ୍ରମଣରେ ସୁରକ୍ଷା କର୍ମୀମାନେ ମଧ୍ୟ ଗୁଳିଚାଳନା କରିଥିଲେ । ଏଥିରେ ୨ ଜଣ ଆତଙ୍କବାଦୀ ମୃତ୍ୟୁ ଘଟିଛି ବୋଲି ଜଣେ ବରିଷ୍ଠ ପୁଲିସ ଅଧିକାରୀ ସୂଚନା ଦେଇଛନ୍ତି । ବର୍ତ୍ତମାନ ସୁଦ୍ଧା ସେଠାରେ କୁମ୍ବିଂ ଅପରେସନ୍ ଜାରି ରହିଛି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories