www.samajalive.in
Sunday, December 7, 2025
14.1 C
Bhubaneswar

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ : ଆଜି ମହାଯଜ୍ଞର ଦ୍ବିତୀୟ ଦିନ, ବୁଧବାର ପୂର୍ଣ୍ଣାହୂତି

ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଉଦଘାଟନ ଲାଗି ପୁରୀ ସହର ଉତ୍ସବମୂଖର ହୋଇଉଠିଛି। ତ୍ରିଦିନାତ୍ମକ ହୋମଯଜ୍ଞ ଚାଲିଥିବାବେଳେ ମଙ୍ଗଳବାର ମହାଯଜ୍ଞର ଦ୍ବିତୀୟ ଦିନ ରହିଛି। ଶ୍ରୀମନ୍ଦିର ଚାରି ଦ୍ବାରରେ ଚର୍ତୁବେଦ ପାଠ କରାଯାଉଛି। ପୁରା ଖଣ୍ଡମଣ୍ଡଳ ମନ୍ତ୍ରପାଠ ଏବଂ ହୋମଯଜ୍ଞରେ ପ୍ରକମ୍ପିତ ହେଉଛି । ସୋମବାର ସୂର୍ଯ୍ୟଦୋୟରୁ ଅଖଣ୍ଡ  ଦ୍ବୀପ ପ୍ରଜ୍ବଳନ ପୂର୍ବକ ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ମହାଯଜ୍ଞର ଶୁଭାରମ୍ଭ ହୋଇଥିଲା ।

ଶ୍ରୀମନ୍ଦିର ଏୗଶାନ୍ୟ କୋଣରେ ସ୍ଥାପିତ ବିଶାଳ ଯଜ୍ଞ କୁଣ୍ଡରେ ରୋଶ ଶାଳାରୁ ବୈଷ୍ଣବାଗ୍ମୀ ସଂସ୍କାର ପରେ ଯଜ୍ଞ କାର୍ଯ୍ୟ ଆରମ୍ଭ ହୋଇଥିଲା। ଗଜପତି ମହାରାଜାଙ୍କ ଦ୍ବାରା ବରଣ ହୋଇଥିବା ଆଚାର୍ଯ୍ୟ ବ୍ରାହ୍ମଣ ମାନେ ଘୃତାହୂତି ଦେଉଛନ୍ତି। ବୁଧବାର ଗଜପତି ମହାରାଜା ଯଜ୍ଞରେ ପୂର୍ଣ୍ଣାପୂତି ଦେବାର କାର୍ଯ୍ୟକ୍ରମ ରହିଛି।

- Advertisement -

 

Hot this week

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

Related Articles

Popular Categories