www.samajalive.in
Wednesday, December 10, 2025
18.1 C
Bhubaneswar

ଶ୍ରୀମନ୍ଦିରରେ ଆସନ୍ତାକାଲି ଠାରୁ ମିଳିବ ନୀଳାଚଳ ଅବଢ଼଼ା

ଡେସ୍କ: ରଥଯାତ୍ରାରେ ମହାପ୍ରଭୁ ଯିବା ପରେ ରଥ ଉପରେ ଶୁଖିଲା ଭୋଗ ଓ ଫଳମୂଳ ଅର୍ପଣ କରାଯାଇଥିଲା। ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ମହାପ୍ରଭୁ ବିଜେ କରିବା ପରେ ଆଡ଼ପ ଅବଢ଼଼ା ଭୋଗ କରାଯାଇଥିଲା। ବାହୁଡ଼ା ଦିନ ଖେଚୁଡ଼ି ଭୋଗ ଖାଇ ପ୍ରଭୁ ନାକଚଣା ଦ୍ୱାର ଦେଇ ରଥକୁ ପହଣ୍ଡି ହୋଇଥିଲେ। ବାହୁଡ଼ା ଦିନ ରଥ ଉପରେ ବିଭିନ୍ନ ନୀତି ଅନୁଷ୍ଠିତ ହେବା ସହ ଶୁଖିଲା ଭୋଗ ଅର୍ପଣ ହୋଇଥିଲା। ଆଜି ନିଳାଦ୍ରୀ ବିଜେ କରି ଚତୁର୍ଦ୍ଧାମୂର୍ତି ରତ୍ନ ସିଂହାସନରେ ବିରାଜମାନ କରିବେ। ଆସନ୍ତା କାଲି ମା’ ମହାଲକ୍ଷ୍ମୀଙ୍କ ହାତରନ୍ଧା ପ୍ରସାଦ ରୋଷ ଘରୁ ଆସି ରତ୍ନ ସଂହାସନ ନିକଟରେ ଭୋଗ ଲାଗି ହେବ। ଏହି ଭୋଗ ଲାଗି ହେବା ପରେ ଭକ୍ତଙ୍କୁ ମିଳିବ ମହାପ୍ରସାଦ।

Hot this week

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

Related Articles

Popular Categories