www.samajalive.in
Sunday, December 7, 2025
14.1 C
Bhubaneswar

ଶ୍ରୀମନ୍ଦିର ଭିତର ଭିଡିଓ ପ୍ରଘଟ ମାମଲା, ୩ ସୁଦ୍ଧା ହାଜର ନିର୍ଦେଶ

ପୁରୀ: ଶ୍ରୀମନ୍ଦିର ଭିତରର ରିଲ୍ସ ଭିଡିଓ ପ୍ରଘଟ ଘଟଣାରେ ଅଭିଯୁକ୍ତ ରୋହିତ ଜୈଶ୍ବାଲଙ୍କ ବିରୋଧରେ ସିଂହଦ୍ବାର ପୁଲିସ ମାମଲା ରୁଜୁ କରିଛି। ଆସନ୍ତା ଜୁଲାଇ ୩ ତାରିଖ ସୁଦ୍ଧା ସିଂହଦ୍ବାର ଥାନାରେ ହାଜର ହେବାକୁ ନିର୍ଦେଶ ଦିଆଯାଇଛି । ରୋହିତ ଜୈଶ୍ବାଲ ୧୯୭୩ ନାଁରେ ଥିବା ଇନଷ୍ଟାଗ୍ରାମରେ ପୋଷ୍ଟ ହୋଇଛି ଭିଡିଓ । ରଥଯାତ୍ରା ପରେ ଶ୍ରୀମନ୍ଦିର ଭିତରର ଏହି ଭିଡିଓ କରାଯାଇଛି । ରୋହିତ ନିଜେ ଭିଡିଓ କରି ସୋସିଆଲ ମିଡିଆରେ ଅପଲୋଡ କରିଥିବା ସୂଚନା ମିଳିଛି । ଥାନାରେ ହାଜର ନହେଲେ ରୋହିତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସୂଚନା ମିଳିଛି।

Hot this week

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

Related Articles

Popular Categories