www.samajalive.in
Saturday, December 6, 2025
26.1 C
Bhubaneswar

ଆଜି ଶ୍ରୀମନ୍ଦିର ପରିକ୍ରମା ମାମଲାର ଶୁଣାଣି

ନୂଆଦିଲ୍ଲୀ: ଆଜି ସର୍ବୋଚ୍ଚ ନ୍ୟାୟାଳୟରେ ଶ୍ରୀମନ୍ଦିର ପରିକ୍ରମା ମାମଲାର ଶୁଣାଣି ହେବ । ବିଚାରପତି ବି ଆର ଗଭାଇ ଓ ବିଚାରପତି ହିମା କୋହଲୀଙ୍କ ଖଣ୍ଡପୀଠରେ ଶୁଣାଣି ତାଲିକା ସଂଖ୍ୟା ୨୦ରେ ଶ୍ରୀମନ୍ଦିର ମାମଲା ସ୍ଥାନ ପାଇଛି । ସର୍ବୋଚ୍ଚ ନ୍ୟାୟାଳୟଙ୍କ ଅତିରିକ୍ତ ଶୁଣାଣି ତାଲିକା ଅନୁଯାୟୀ ଅର୍ଦ୍ଧେନ୍ଦୁ କୁମାର ଦାସ ଓ ସୁମନ୍ତ କୁମାର ଘଡ଼େଇ ଦ୍ୱାରା ଆଗତ ମାମଲା ଦ୍ୱୟର ଶୁଣାଣି ହେବ। ଆମସାର ଆଇନକୁ ଉଲ୍ଲଙ୍ଘନ କରି ରାଜ୍ୟ ସରକାର ବେଆଇନ ଭାବେ ନିର୍ମାଣ କାର୍ଯ୍ୟ ଚଳାଇଛନ୍ତି ବୋଲି ମାମଲାକାରୀ ନ୍ୟାୟାଳୟରେ ଅଭିଯୋଗ କରିଛନ୍ତି। ତୁରନ୍ତ ନିର୍ମାଣ କାର୍ଯ୍ୟ ରୋକିବା ଲାଗି କାର୍ଯ୍ୟବନ୍ଦ ଆଦେଶ ଜାରି କରିବାକୁ ଏସଏଲପିରେ ନିବେଦନ କରାଯାଇଛି।

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories