www.samajalive.in
Sunday, December 14, 2025
23.1 C
Bhubaneswar

ଶ୍ରୀମନ୍ଦିର ସେବାୟତ ବିଶ୍ଵନାଥ ଖୁଣ୍ଟିଆ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଶ୍ରୀମନ୍ଦିର ମୁଖ ପଖାଳ ସେବାୟତ ବିଶ୍ଵନାଥ ଖୁଣ୍ଟିଆଙ୍କୁ ନିଲମ୍ବିତ କରାଯାଇଛି। ଅନ୍ୟ ସେବାୟତଙ୍କୁ ମାରପିଟ୍‌ ଘଟଣାରେ ବିଶ୍ଵନାଥଙ୍କୁ ୩ ମାସ ପାଇଁ ନିଲମ୍ବିତ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ୩ ମାସ ପାଇଁ ସମସ୍ତ ପ୍ରକାର ସେବାରୁ ନିବୃତ୍ତ ରହିବାକୁ ନିର୍ଦେଶ ଦିଆଯାଇଛି। ଶ୍ରୀମନ୍ଦିରରେ ବିଶୃଙ୍ଖଳାକୁ ବରଦାସ୍ତ କରାଯିବ ନାହିଁ ବୋଲି ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ କହିଛନ୍ତି।

Hot this week

ଯାତ୍ରୀଙ୍କୁ ୫୦୦ କୋଟିରୁ ଅଧିକ କ୍ଷତିପୂରଣ ଦେବ ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନସେବାରୁ ବଞ୍ଚିତ ହୋଇଥିବା ତଥା ଅଧିକ ମାତ୍ରାରେ ପ୍ରଭାବିତ...

ପରୀକ୍ଷା ବେଳେ ବିଶ୍ୱବିଦ୍ୟାଳୟରେ ଗୁଳିକାଣ୍ଡ: ୨ମୃତ

ସମାଜ ଡିଜିଟାଲ ଡେସ୍କ: ଆମେରିକାର ବ୍ରାଉନ୍ ବିଶ୍ୱବିଦ୍ୟାଳୟରେ ଜଣେ ଯୁବକ ପ୍ରବେଶ...

ଭାରତ ଉପରେ ୫୦% ବାଣିଜ୍ୟିକ ଶୁଳ୍କକୁ ବିରୋଧ

ଶୁଳ୍କ ପ୍ରତ୍ୟାହାର ପ୍ରସ୍ତାବ ଆଣିଲେ ୩ ସିନେଟର ୱାଶିଂଟନ : ଆମେରିକା ରାଷ୍ଟ୍ରପତି...

ପଶ୍ଚିମବଙ୍ଗରେ ଏସଆଇଆର ପ୍ରଭାବ

ମମତାଙ୍କ ନିର୍ବାଚନମଣ୍ଡଳୀରେ ବାଦ ପଡିଛନ୍ତି ୪୪ ହଜାର ଭୋଟର କଲକାତା : ନିର୍ବାଚନ...

ଆଜି ଭାରତ-ପାକିସ୍ତାନ ମ୍ୟାଚ: କରିବେନି କରମର୍ଦ୍ଦନ!

ସମାଜ ଡିଜିଟାଲ ଡେସ୍କ: ଆଜି ଭାରତ ଏବଂ ପାକିସ୍ତାନ ମଧ୍ୟରେ ୧୯...

Related Articles

Popular Categories