www.samajalive.in
Monday, December 15, 2025
15.1 C
Bhubaneswar

ଶ୍ରୀମୟୀଙ୍କ ଟାଇଟନିକ୍‌ ବାଣ

ଭୁବନେଶ୍ଵର: ବିଜେଡିକୁ ପୁଣି ଟାର୍ଗେଟ୍ କଲେ ଶ୍ରୀମୟୀ ମିଶ୍ର। ଟାଇଟାନିକ୍‌ କୁ ସମ୍ପୂର୍ଣ୍ଣ ବୁଡାଇବା ପାଇଁ ବିଶ୍ଵସ୍ତରୀୟ ଯୋଜନା କରାଯାଉଥିବା କହି ଶ୍ରୀମୟୀ ଟାର୍ଗେଟ୍ କରିଛନ୍ତି। ନବୀନ ପଟ୍ଟନାୟକଙ୍କ ନୂଆପଡା ଗସ୍ତ ପୂର୍ବରୁ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ହଲଚଲ ହୋଇଛି ରାଜନୀତି। ନାଁ ନନେଇ ଶକ୍ତି ନାନୀ କହି ସୁଜାତା ପାଣ୍ଡିଆନ୍‌ଙ୍କୁ ତେରଛା ବାଣ ମାରିଛନ୍ତି। ସେ କହିଛନ୍ତି ଶୁଣିବାକୁ ମିଳୁଛି ଶକ୍ତିନାନୀ କୁଆଡେ ଶକ୍ତି ଗୋଟାଉଛନ୍ତି। ଦଳରେ ମିଶି ରାଜ୍ୟସଭା ଯିବାକୁ ଶକ୍ତି ଗୋଟାଉଛନ୍ତି। ଏଣ୍ଟ୍ରି ହୋଇଗଲେ ପୁଣି ନୂଆ ସମୀକରଣ ହେବ। ଜାମସେଦପୁର ପାଣି ପବନରେ ଯିଏ ବଢିଛି , ସେ ଓଡିଆଙ୍କ ସ୍ପନ୍ଦନ କେମିତି ବୁଝିବ। ଇଲେକ୍ସନ୍ କମିଶନ ବେଡି ପକାଇଥିଲେ , ଏବେ ନୂଆ ପରିଚୟ ଅପେକ୍ଷାରେ ରହିଛନ୍ତି। ଶକ୍ତିନାନୀଙ୍କ ଚାଟଶାଳାରେ ବରିଷ୍ଠ ନେତା ଟ୍ୟୁସନ୍ ହେବାର ରାଜ୍ୟବାସୀ ଦେଖିଲେ। ଓଡିଶାବାସୀ ତାମିଲ ପୁଅକୁ ତ ପ୍ରତ୍ୟାଖ୍ୟାନ କଲେ। ତାମିଲ ପୁଅର ସ୍ତ୍ରୀକୁ କେତେ ଆଦର କରିବେ ତାହା ଦେଖାଯାଉ। ନବୀନ ବାବୁ କହିଥିଲେ ରାଜ୍ୟବାସୀ ତାଙ୍କ ଉତ୍ତରାଧିକାରୀ ନିଜେ ବାଛିବେ। ଶକ୍ତିନାନୀଙ୍କୁ ବିଜେଡିରେ ଏଣ୍ଟ୍ରି ଦେଇ ଉତ୍ତରାଧିକାରୀ ହାଇଜାକ୍ ପ୍ଲାନ୍ କରାଉଛି କିଏ ?

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories