www.samajalive.in
Tuesday, December 9, 2025
17.1 C
Bhubaneswar

ସୁରକ୍ଷାବାହିନୀଙ୍କ ଗୁଳିରେ ଟଳିଲେ ୨ ଆତଙ୍କୀ

ଶ୍ରୀନଗର: ଶ୍ରୀନଗରର ବିଶମ୍ବର ନଗରରେ ରବିବାର ସକାଳେ ସୁରକ୍ଷାବାହିନୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ସୁରକ୍ଷାବାହିନୀ ଦୁଇ ଜଣ ଆତଙ୍କବାଦୀଙ୍କୁ ନିପାତ କରିଛନ୍ତି। କାଶ୍ମୀର ଆଇଜିପିଙ୍କ ସୂଚନା ଅନୁସାରେ, ନିହତ ହୋଇଥିବା ଆତଙ୍କୀ ନିକଟରେ ସିଆରପିଏଫ୍‌ ଯବାନଙ୍କ ଉପରେ ହୋଇଥିବା ଆକ୍ରମଣ​‌ରେ ସାମିଲ ଥିଲେ।

ସୂଚନା ମୁତାବକ, ବିଶ୍ବସ୍ତ ସୂତ୍ରରୁ ଖବର ପାଇ ସୁରକ୍ଷାବାହିନୀ ଅଞ୍ଚଳରେ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ। ଏହି ସମୟରେ ଉଭୟ ପକ୍ଷରୁ ଗୁଳି ବିନିମୟ ହୋଇଥିଲା। ଏଥିରେ ସୁରକ୍ଷାବାହିନୀଙ୍କ ଗୁଳିରେ ଦୁଇ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ନିହତ ଆତଙ୍କବାଦୀଦ୍ବୟ ପାକିସ୍ତାନର ଏବଂ ସେମାନେ ଲଶ୍କର-ଏ-ତଇବା ସହିତ ଜଡିତ ଥିଲେ ବୋଲି କୁହାଯାଉଛି।

- Advertisement -

 

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories