www.samajalive.in
Saturday, December 6, 2025
14.1 C
Bhubaneswar

ନଦୀରେ ଡଙ୍ଗା ବୁଡି ୪ ମୃତ

ଶ୍ରୀନଗର : ଜମ୍ମୁ-କାଶ୍ମୀର ସ୍ଥିତ ଶ୍ରୀନଗରରେ ମଙ୍ଗଳବାର ବଡ ଅଘଟଣ ଘଟିଛି। ଏଠାରେ ଝେଲମ ନଦୀରେ ଡଙ୍ଗା ବୁଡି ୪ ଜଣଙ୍କ ମୃତ୍ୟୁ ଘଟିଛି। ସ୍ଥାନୀୟ ଲୋକଙ୍କ କହିବାନୁସାରେ ଏଯାଏଁ ୪ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ପ୍ରାଥମିକ ରିପୋର୍ଟ ଅନୁଯାୟୀ, ଡଙ୍ଗା ବୁଡିବା ସମୟରେ ଏଥିରେ ୨୦ ଜଣ ଥିଲେ। ଏବେ ମଧ୍ୟ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଡଙ୍ଗାରେ ୧୦ରୁ ୧୨ଜଣ ସ୍କୁଲ ପିଲାଙ୍କ ସହ ଅନ୍ୟ ଯାତ୍ରୀ ମଧ୍ୟ ଥିଲେ ବୋଲି ସ୍ଥାନୀୟ ଲୋକେ କହିଛନ୍ତି। ଶ୍ରୀନଗର ପ୍ରଶାସନ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଆଜି ସକାଳେ ଝେଲମ ନଦୀରେ ଏହି ଡଙ୍ଗା ଓଲଟି ପଡିଥିଲା।

ସାଢେ ୮ରେ ୩୪ ପାର୍ : ୩୪.୪ ଡିଗ୍ରୀ ସହ ବାଲେଶ୍ଵର ସବୁଠୁ ଉତ୍ତପ୍ତ ସହର

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories