ଧୂଳି ଝଡ଼ରେ ମୃତକଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଅନୁକମ୍ପା ରାଶି ଘୋଷଣା 

0
prayash

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତର ଭାରତର ବିଭିନ୍ନ ଅଞ୍ଚଳରେ ଗତ ୨ ତାରିଖରେ  ପ୍ରଚଣ୍ଡ ଧୂଳିଝଡ଼ରେ ମୃତ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ମଞ୍ଜୁର କରିଛନ୍ତି । ଏହା ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠିରୁ ପ୍ରଦାନ କରାଯିବ । ଧୂଳିଝଡ଼ରେ ଗୁରୁତର ଭାବେ ଆହତ ହୋଇଥିବା ଲୋକଙ୍କ ପାଇଁ ମଧ୍ୟ ପ୍ରଧାନମନ୍ତ୍ରୀ ୫୦ ହଜାର ଟଙ୍କା ଲେଖାଏଁ ସହାୟତା ମଞ୍ଜୁର କରିଛନ୍ତି ।

Leave A Reply