www.samajalive.in
Monday, December 15, 2025
26.1 C
Bhubaneswar

ବ୍ୟାଡମିଣ୍ଟନ ତାରକା ଶ୍ଵେତପର୍ଣ୍ଣା ପାଇବେ ଚଳିତ ବର୍ଷର ଏକଲବ୍ୟ ପୁରସ୍କାର, ପ୍ରୀତିସ୍ମିତା ଓ ଆହନ ଉପବିଜେତା

ସମାଜ ନ୍ୟୁଜ ଡେସ୍କ: ଶ୍ଵେତପର୍ଣ୍ଣା ପଣ୍ଡା ପାଇବେ ଏକଲବ୍ୟ ପୁରସ୍କାର । ବ୍ୟାଡମିଣ୍ଟନ ତାରକା ଶ୍ଵେତପର୍ଣ୍ଣାଙ୍କୁ ୭ ଲକ୍ଷ ଟଙ୍କା ସହ ଟ୍ରଫି ପ୍ରଦାନ କରାଯିବ । ୨୦୨୫ ପାଇଁ ଏହି ପୁରସ୍କାର ପାଇବେ ଏହି ଅନ୍ତର୍ଜାତୀୟ ଖେଳାଳି । ସେହିପରି ଭାରତ୍ତୋଳକ ପ୍ରୀତିସ୍ମିତା ଭୋଇ ଏବଂ ଟେନିସ ଖେଳାଳି ଆହନ ଉପବିଜେତା ଘୋଷିତ ହୋଇଛନ୍ତି । ଉଭୟଙ୍କୁ ପୁରସ୍କାର ବାବଦରେ ଦେଢ଼ ଲକ୍ଷ ଲେଖାଏଁ ଟଙ୍କା ସହ ଟ୍ରଫି ପ୍ରଦାନ କରାଯିବ । ବିଭିନ୍ନ କ୍ଷେତ୍ରର ପ୍ରଖ୍ୟାତ ଜୁରି ସଦସ୍ୟମାନଙ୍କୁ ନେଇ ଗଠିତ ଏକଲବ୍ୟ ପୁରସ୍କାର କମିଟି ପକ୍ଷରୁ ଶନିବାର ଅନୁଷ୍ଠିତ ଏକ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏହା ପରେ ଇମ୍ଫା ଦ୍ବାରା ପରିଚାଳିତ ଏକ ଚାରିଟେବୁଲ ଟ୍ରଷ୍ଟ ଦ୍ବାରା ଏହି ପୁରସ୍କାର ଘୋଷଣା କରାଯାଇଛି।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories