www.samajalive.in
Sunday, December 7, 2025
13.1 C
Bhubaneswar

କଲକାତା ଲଜ୍ଜା; ଅଭୟାଙ୍କୁ ନ୍ୟାୟ ପାଇଁ ମମତାଙ୍କ ବିରୋଧରେ ଛାତ୍ର ସଂଗଠନ ରଣହୁଙ୍କାର

କଲକାତା: ଅଭୟାଙ୍କୁ ନ୍ୟାୟ ଦାବିରେ ମମତାଙ୍କ ବିରୋଧରେ ଗର୍ଜିବେ ଛାତ୍ର ସଂଗଠନ। ଟିଏମସି ସରକାରଙ୍କ ବିରୋଧରେ ବଡ ବିକ୍ଷୋଭ କରିବାକୁ ଆହ୍ୱାନ ଦେଇଛନ୍ତି ଛାତ୍ର ସଂଗଠନ। କଲକାତାରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜିଙ୍କ କାର୍ଯ୍ୟାଳୟ ଘେରାଉ କରିବା ସହ ଆନ୍ଦୋଳନ କରିବେ ଛାତ୍ର ସଂଗଠନ। ଏଥିପାଇଁ କଲକାତା ପୁଲିସ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ସମ୍ମୁଖରେ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସୁରକ୍ଷା ପାଇଁ ୬ହଜାର ପୁଲିସ ଫୋର୍ସ ମୁତୟନ ହୋଇଛନ୍ତି। ଆରଜି.କର ମେଡିକାଲ କଲେଜରେ ଟ୍ରେନି ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ପୀଡିତାଙ୍କୁ ନ୍ୟାୟ ଦାବିରେ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories