www.samajalive.in
Saturday, December 13, 2025
27.1 C
Bhubaneswar

ସେଣ୍ଟ ଜାଭିୟର୍ସ ଉଚ୍ଚ ବିଦ୍ୟାଳୟ ପକ୍ଷରୁ ଜଳଛତ୍ର

ଡେସ୍କ: କଟକ ବାରବାଟି ଷ୍ଟାଡିୟମ୍ ସ୍ଥିତ ସେଣ୍ଟ ଜାଭିୟର୍ସ ଉଚ୍ଚ ବିଦ୍ୟାଳୟର ସ୍କାଉଟ ଗାଇଡ ପକ୍ଷରୁ ଜଳଛତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ଡଃ ପ୍ରିୟଦର୍ଶୀ ନାୟକ ଏହାକୁ ଉଦଘାଟନ କରି ନିଜେ ପଥଚାରୀଙ୍କୁ ସର୍ବତ ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମରେ ଭାରତ ସ୍କାଉଟ ଗାଇଡର ରାଜ୍ୟ କୋଷାଧ୍ୟକ୍ଷ ଭବାନୀ ପ୍ରସାଦ ମିଶ୍ର ଏବଂ ଡିଓସି ପ୍ରଦୀପ ମହାନ୍ତି ଯୋଗ ଦେଇ ବିଦ୍ୟାଳୟର ସ୍କାଉଟ ଗାଇଡ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ।

ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସୋମା ମହାନ୍ତିଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନ, ସ୍କାଉଟ ଗାଇଡ ଶିକ୍ଷୟିତ୍ରୀ କଳିକା ସାହୁ ଓ ଶିକ୍ଷକ ଶିକ୍ଷୟତ୍ରୀ ସଂଘର ସହଯୋଗରେ ଜଳଛତ୍ର କାର୍ଯ୍ୟକ୍ରମ ପରିଚାଳିତ ହୋଇଥିଲା। ଏଥିରେ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ତଥା ବିଦ୍ୟାଳୟର ସହଯୋଗୀ କର୍ମଚାରୀ ମାନେ ସହାୟତା କରିଥିଲେ।

Hot this week

କିସ୍‌ରେ କେମିତି ହେଲା ଛାତ୍ର ଙ୍କ ମୃତ୍ୟୁ ? ସାଂଘାତିକ ଅଭିଯୋଗ ଆଣିଲେ ପରିବାର…

କେନ୍ଦୁଝର: ଭୁବନେଶ୍ଵର କିସ୍‌ରେ ଆଦିବାସୀ ଛାତ୍ରର ମୃତ୍ୟୁ ନେଇ କେନ୍ଦୁଝର ଜିଲାପାଳଙ୍କ...

ମହାନଦୀକୁ ହତ୍ୟା ଷଡ଼ଯନ୍ତ୍ର ଚାଲିଛି- ପ୍ରସନ୍ନ

ଭୁବନେଶ୍ୱର: ମହାନଦୀ ପ୍ରସଙ୍ଗର ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ବଡ ବୟାନ...

ବିଜେପିରେ ଦିଲ୍ଲୀରୁ ହୁଏ ନିଷ୍ପତ୍ତି; ମୋ ସହିତ ଆଦୌ ପରାମର୍ଶ କରାଯାଏନାହିଁ

ସମାଜ ଡିଜିଟାଲ ଡେସ୍କ: ପଞ୍ଜାବରେ ବିଜେପି ରାଜନୀତି ସରଗରମ । ପୂର୍ବତନ...

ମେସିଙ୍କୁ ଦେଖିବାକୁ ଷ୍ଟାଡିୟମରେ ହଙ୍ଗାମା

ସମାଜ ଲାଇଭ ଡ଼େସ୍କ : ମେସିଙ୍କୁ ଦେଖିବାକୁ କଲକାତା ସଲ୍ଟଲେକ ଷ୍ଟାଡିୟମରେ...

ଗୋପାଳପୁର କଲେଜରେ ସ୍ଥାପନ ହେବ ଫ୍ରାଟେରନିଟି ପାର୍କ

ବ୍ରହ୍ମପୁର/ଗୋପାଳପୁର: ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ସ୍ଥିତ ହୋଟେଲ ସି ସାଇଡ...

Related Articles

Popular Categories