www.samajalive.in
Friday, December 5, 2025
23.1 C
Bhubaneswar

ବାଲିଯାତ୍ରାରେ ବାସୀ ଖାଦ୍ୟ ଯାଞ୍ଚ

ସମାଜ ଡିଜିଟାଲ ଡେସ୍କ: କଟକ ବାଲିଯାତ୍ରାରେ ବିଭିନ୍ନ ଷ୍ଟଲରେ ଖାଦ୍ୟ ସୁରକ୍ଷା ୟୁନିଟ ପକ୍ଷରୁ ଚଢାଉ କରାଯାଇଛି । ସିଏମସି ସ୍ୱାସ୍ଥ୍ୟ ବିଭାଗର ଅଧିକାରୀଙ୍କ ନେତୃତ୍ୱରେ ବିଭିନ୍ନ ଖାଦ୍ୟ ଷ୍ଟଲ ଉପରେ ଚଢାଉ କରାଯାଇ ଖାଦ୍ୟର ମାନ ଯାଞ୍ଚ କରାଯାଇଛି । କିଛି ବାସୀ ଖାଦ୍ୟକୁ ଠାବ କରାଯାଇ ଫିଙ୍ଗିଛି ଖାଦ୍ୟ ସୁରକ୍ଷା ୟୁନିଟ୍‌ । ଅପମିଶ୍ରିତ ଓ ବାସୀ ଖାଦ୍ୟ ଯାଞ୍ଚ କରୁଛି ଟିମ୍‌ । ମାନ ଖରାପ ଥିବାରୁ ଖାଦ୍ୟକୁ ନଷ୍ଟ କରିଛି ଟିମ୍‌ । ବାଲିଯାତ୍ରାରେ ପ୍ରତି ସନ୍ଧ୍ୟାରେ ପ୍ରବଳ ଗହଳି ଲାଗୁଥିବା ବେଳେ ବାସୀ ଖାଦ୍ୟ ବିକ୍ରି କରାଯାଉଥିବା ଅଭିଯୋଗ ହୋଇଥିଲା । ଯାହାକୁ ଦୃଷ୍ଟିରେ ରଖି ସିଏମସିର ସ୍ୱାସ୍ଥ୍ୟ ବିଭାଗ ଚଢାଉ କରିଛି ।

Hot this week

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

ପୁଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ ଗିରଫ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ପରୀକ୍ଷା ଜାଲିଆତି...

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

ଓଡ଼ିଶାରେ ଏଫସିଆଇ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ୧ଶହ କୋଟି ଲୁଟ୍‌

ନୂଆଦିଲ୍ଲୀ: ଓଡ଼ିଶାରେ ଭାରତୀୟ ଖାଦ୍ୟ ନିଗମ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ପ୍ରାୟ...

Related Articles

Popular Categories