www.samajalive.in
Saturday, December 6, 2025
26.1 C
Bhubaneswar

ଅମିତ ଶାହାଙ୍କୁ ଭେଟିଲେ ରାଜ୍ୟ ବିଜେପି ନେତୃତ୍ୱ

ନୂଆଦିଲ୍ଲୀ: ରାଜ୍ୟରେ ବିଜେପି-ବିଜେଡି ମେଣ୍ଟ ହେବ କି ନାହିଁ ଚିତ୍ର ସ୍ପଷ୍ଟ ହେଉନଥିବା ବେଳେ ବୁଧବାର ଦିଲ୍ଲୀରେ ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଛନ୍ତି ରାଜ୍ୟ ନେତୃବୃନ୍ଦ । ଆସନ ବୁଝାମଣା ନେଇ ଆଲୋଚନା ହୋଇଥିବା ସୂଚନା ମିଳିଛି । ଫଳରେ ଆଶା କରାଯାଉଛି ଯେ ଆଜି ସନ୍ଧ୍ୟା ସୁଦ୍ଧା ଚୂଡାନ୍ତ ନିଷ୍ପତି ହୋଇପାରେ । ଆସନ୍ତା ନିର୍ବାଚନରେ ବିଜେପି ରାଜ୍ୟରେ ଏକାକୀ ଲଢିବ ବୋଲି ରାଜ୍ୟ ନେତୃବୃନ୍ଦ କହୁଥିବା ବେଳେ ବାରମ୍ବାର ଦିଲ୍ଲୀରେ ବୈଠକ ମେଣ୍ଟ ଚର୍ଚ୍ଚାକୁ ଜୋର କରିଛି । ଗତ ଦୁଇ ଦିନ ହେବ ରାଜ୍ୟ ନେତୃବୃନ୍ଦ ଦିଲ୍ଲୀରେ ଘନ ଘନ ବୈଠକ କରୁଛନ୍ତି ।

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories