www.samajalive.in
Sunday, December 7, 2025
14.1 C
Bhubaneswar

ରାଜ୍ୟ କ୍ୟାବିନେଟର ବଡ଼ ନିଷ୍ପତି ; ଅପ୍ରେଲ ୩୦ ଯାଏ ଜାରି ରହିବ ଲକ୍‍ ଡାଉନ

ଭୁବନେଶ୍ୱର : ଅପ୍ରେଲ ୩୦ ଯାଏ ରାଜ୍ୟରେ ଲକ୍‍ ଡାଉନ ଜାରି ରହିବ। ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏହି ନିଷ୍ପତି ନିଆଯାଇଛି। ଅନ୍ୟପକ୍ଷରେ ଜୁନ୍‍ ୧୭ଯାଏ ରାଜ୍ୟର ସମସ୍ତ ସ୍କୁଲ, କଲେଜ ଓ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ସେହିପରି ଅପ୍ରେଲ ୩୦ ଯାଏ ରାଜ୍ୟକୁ ବିମାନ ଓ ରେଳ ସେବା ସ୍ଥଗିତ ରଖିବାକୁ କେନ୍ଦ୍ରକୁ ଅନୁରୋଧ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।
କ୍ୟାବିନେଟ ବୈଠକ ପରେ ମୁଖ୍ୟମନ୍ତ୍ରୀ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। କରୋନା ଭୂତାଣୁର ସଂକ୍ରମଣକୁ ଦୃଷ୍ଟିରେ ରଖି ପ୍ରଥମ ଥର ପାଇଁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏହି କ୍ୟାବିନେଟ ବୈଠକ ଅନୁଷ୍ଠିତ ଅନୁଷ୍ଠିତ ହୋଇଥିଲା।

Hot this week

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

‘ବାବୁଜୀ ଥିଲେ ଉତ୍କଳମଣିଙ୍କ ଐତିହ୍ୟର ଅନିର୍ବାଣ ଶିଖା’

କଟକ:‘ସମାଜ’ ହେଉଛି ଖବରକାଗଜର ପ୍ରତିନାମ। ‘ସମାଜ’ର ଏପରି ସୁନାମ ପଛରେ ପଣ୍ଡିତ...

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

Related Articles

Popular Categories