ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ ବୈଠକ ଶେଷ ହୋଇଛି। ବୈଠକରେ ବିଧାନସଭା ଭଙ୍ଗ ସୁପାରିସ ପ୍ରସ୍ତାବ ଉପରେ ମୋହର ଲାଗିଛି। କ୍ୟାବିନେଟର ନିଷ୍ପତି ସମ୍ପର୍କରେ ନିର୍ବାଚନ କମିଶନଙ୍କୁ ଅବଗତ କରାଯିବ। ଜୁନ୍ ୨୪ ପର୍ଯ୍ୟନ୍ତ ନବୀନ ସରକାର କାର୍ଯ୍ୟକାଳ ରହିଛ।
Popular Categories



