www.samajalive.in
Saturday, December 13, 2025
26.1 C
Bhubaneswar

ରାଜ୍ୟ କ୍ୟାବିନେଟରେ ୧୭ଟି ପ୍ରସ୍ତାବକୁ ମୋହର

ଭୁବନେଶ୍ୱର :. ଆଜି ରାଜ୍ୟ କ୍ୟାବିନେଟର ୭୬ ତମ ବୈଠକ ଲୋକ ସେବା ଭବନର ତୃତୀୟ ମହଲା ସମ୍ମିଳନୀ କକ୍ଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ରାଜ୍ୟ କ୍ୟାବିନେଟ ବୈଠକରେ ନିଷ୍ପତ୍ତି ସଂପର୍କରେ ରାଜ୍ୟ ରାଜସ୍ବ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ  ସୁଦାମ ମାର୍ଣ୍ଡି, ଖାଦ୍ୟ, ଯୋଗାଣ ଓ ଖାଉଟି କଲ୍ୟାଣ ଏବଂ ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ କ୍ୟାବିନେଟ ବୈଠକରେ ପାରିତ ହୋଇଥିବା ବିଭିନ୍ନ ବିଭାଗର ୧୭ ଟି ପ୍ରସ୍ତାବ ଓ ନିଷ୍ପତ୍ତି ସମ୍ପର୍କରେ ସୂଚନା ଦେଇଥିଲେ।

ଆଜିର କ୍ୟାବିନେଟ ବୈଠକ ସମ୍ପର୍କିତ ପ୍ରେସ ବିବୃତ୍ତିରେ ବାଣିଜ୍ୟ ଓ ପରିବହନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ  ଊଷା ପାଢ଼ୀ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଆଶ୍ଵତୀ ଏସ, ଉଚ୍ଚ ଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଅରବିନ୍ଦ ଅଗ୍ରୱାଲ ମଧ୍ୟ ଉପସ୍ଥିତ ରହି ବିଭାଗୀୟ କ୍ୟାବିନେଟ ନିଷ୍ପତ୍ତି ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories