ଭୁବନେଶ୍ୱର : ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ଅପରାହ୍ନ ୫ଟା ୩୦ରେ ଏହି ବୈଠକ ଅନୁଷ୍ଠିତ ହେବ। ଭର୍ଚୁଆଲ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହା ଅନୁଷ୍ଠିତ ହେବ। କ୍ୟାବିନେଟରେ ପାଖାପାଖି ୧୩ଟି ଏଜେଣ୍ଡା ଆସିବ ବୋଲି କୁହାଯାଉଥିବା ବେଳେ ଏଜେଣ୍ଡା ସମ୍ପର୍କରେ କୌଣସି ନିର୍ଦ୍ଦିଷ୍ଟ ଭାବେ ସୂଚନା ମିଳିନାହିଁ।
Popular Categories