www.samajalive.in
Monday, December 15, 2025
15.1 C
Bhubaneswar

ରାଜ୍ୟ କ୍ୟାବିନେଟ ବୈଠକରେ ୧୯ ପ୍ରସ୍ତାବକୁ ମୋହର, ସିଲକନ ଓ ନିଷ୍ଟ ହେବ ୟୁନିଟାରି ୟୁନିଭର୍ସିଟି

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ଶେଷ। ମୋଟ ୧୯ ପ୍ରସ୍ତାବରେ ବାଜିଲା କ୍ୟାବିନେଟ ମୋହର। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବେିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ରାଜ୍ୟ କ୍ୟାବିନେଟ ବୈଠକରେ ୧୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଅନୁମୋଦନ ଲାଭ କରିଥିବା ସୂଚନା ମିଳିଛି।
ବସଷ୍ଟାଣ୍ଡ ଯୋଜନା ‘ଲକ୍ଷ୍ମୀ’କୁ କ୍ୟାବିନେଟ ମୋହର ମିଳିଛି। ରାଜ୍ୟ ରାଜଧାନୀ ଭୁବନେଶ୍ବରରୁ ପଞ୍ଚାୟତକୁ ସହଜ ପରିବହନ ବ୍ୟବସ୍ଥା ଯୋଜନା ‘ଲକ୍ଷ୍ମୀ’। ସିଲିକନ ଓ ନିଷ୍ଟକୁ ୟୁନିଟାରି ୟୁନିଭର୍ସିଟି କରିବାକୁ କ୍ୟାବିନେଟରେ ମୋହାର ବାଜିଛି। ପେନସନ ବ୍ୟବସ୍ଥା ସରଳୀକରଣ ପାଇଁ ଓସିଏସ ପେନସନ ରୁଲରେ ସଂଶୋଧନ କରାଯିବା ନେଇ ରାଜ୍ୟ କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଛି। ଜମି କିସମ ପରିବର୍ତ୍ତନ ଦେୟ ସମ୍ପର୍କିତ ସଂଶୋଧନକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories