www.samajalive.in
Saturday, December 6, 2025
23.1 C
Bhubaneswar

ଆଜି ରାଜ୍ୟ କ୍ୟାବିନେଟ୍

ଭୁବନେଶ୍ବର: ଶନିବାର ସାଧାରଣ ନିର୍ବାଚନ ସହ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ସହ ଆଦର୍ଶ ଆଚରଣ ବିଧି ଲାଗୁ ହେବ। ଏହାପୂର୍ବରୁ ରାଜ୍ୟ କ୍ୟାବିନେଟ୍ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ବହୁ ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି ନିଆଯିବାର ସମ୍ଭାବନା ରହିଛି। ନବୀନଙ୍କ ପଞ୍ଚମ ପାଳିର ଏହି ଶେଷ କ୍ୟାବିନେଟ୍ ବୈଠକ ଉପରେ ସମସ୍ତଙ୍କ ନଜର ରହିଛି। ବିଭିନ୍ନ ବିଭାଗର ପ୍ରାୟ ୨୦ରୁ ଅଧିକ ପ୍ରସ୍ତାବ ଉପରେ ନିଷ୍ପତ୍ତି ନିଆଯିବାର ସମ୍ଭାବନା ରହିଛି ବୋଲି ଜଣାପଡିଛି।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories