www.samajalive.in
Friday, December 5, 2025
20.1 C
Bhubaneswar

ରାଜ୍ୟ କଂଗ୍ରେସର ନିର୍ବାଚନୀ ଇସ୍ତାହାର ପ୍ରକାଶ

ଭୁବନେଶ୍ୱର: ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ରାଜ୍ୟ କଂଗ୍ରେସ ପକ୍ଷରୁ ନିର୍ବାଚନୀ ଇସ୍ତାହାର ପ୍ରକାଶ ପାଇଛି। ଇସ୍ତାହାରରେ ୯ଟି ପ୍ରତିଶ୍ରୁତି ପୂରଣ ପାଇଁ ଗ୍ୟାରେଣ୍ଟି ଦେଇଛି କଂଗ୍ରେସ। କୃଷକଙ୍କ ପାଇଁ ମାସିକ ୨ହଜାର ଟଙ୍କା ପେନସନ, କୃଷି ଋଣ ଛାଡ, ଘରୋଇ ଉପଭୋକ୍ତାଙ୍କୁ ୨୦୦ ୟୁନିଟ୍‌‌ ମାଗଣା ବିଜୁଳି ବଣ୍ଟନ, ବାର୍ଦ୍ଧକ୍ୟ, ବିଧବା ଭତ୍ତା ମାସିକ ୨ହଜାର ଟଙ୍କାକୁ ବୃଦ୍ଧି, ପ୍ରତି ପରିବାରକୁ ୫୦୦ ଟଙ୍କାରେ ଗ୍ୟାସ ସିଲିଣ୍ଡର, ଏସଏଚଜିଙ୍କ ପାଇଁ ଋଣ ଛାଡ, ବେକାରୀଙ୍କୁ ମାସିକ ୩ହଜାର, ୫ଲକ୍ଷ ଯୁବକଯୁବତୀଙ୍କୁ ନିଯୁକ୍ତି ଏବଂ ଚିଟଫଣ୍ଡ କ୍ଷତିଗ୍ରସ୍ତଙ୍କୁ ୬ମାସରେ ଟଙ୍କା ଫେରାଇବାକୁ ପ୍ରତିଶ୍ରୁତି ଦେଇଛି କଂଗ୍ରେସ।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories