www.samajalive.in
Saturday, December 6, 2025
16.1 C
Bhubaneswar

ପୋଲିସ ଡ୍ରାଇଭର ନିଯୁକ୍ତି ପ୍ରସଙ୍ଗ: ବୟସ ସୀମାକୁ ୪ ବର୍ଷ କୋହଳ କଲେ ରାଜ୍ୟ ସରକାର

ଭୁବନେଶ୍ବର: ରାଜ୍ୟରେ ପୋଲିସ ଡ୍ରାଇଭର ନିଯୁକ୍ତି ପ୍ରସଙ୍ଗରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି ହାଇକୋର୍ଟ । ସର୍ବାଧିକ ବୟସସୀମା କୋହଳ ନେଇ ହୋଇଥିବା ପିଟିସନ ଉପରେ ଆସିଛି ରାୟ । ରାଜ୍ୟ ସରକାର ସର୍ବାଧିକ  ବୟସ ସୀମାକୁ ବର୍ଷ କୋହଳ କରିଛନ୍ତି । ଏନେଇ ମହାଧିବକ୍ତା ପୀତାମ୍ବର ଆଚାର୍ଯ୍ୟ ହୋଇକୋର୍ଟଙ୍କୁ ଅବଗତ କରାଇଛନ୍ତି । ୪୦୫ଟି ପୋଲିସ ଡ୍ରାଇଭର ପଦବୀ ପାଇଁ ୨୦୨୪ ଅକ୍ଟୋବର ମାସରେ ବାହାରିଥିଲା ବିଜ୍ଞପ୍ତି । ମାତ୍ର ନିୟମିତ ପରୀକ୍ଷା ହୋଇନଥିବାରୁ ବୟସ ସୀମା କୋହଳ ପାଇଁ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ ଆଶାୟୀ ପ୍ରାର୍ଥୀ । ତେବେ ଆବେଦନ କରିଥିବା ମୋଟ ୧୨୪୫ ଜଣ ପ୍ରାର୍ଥୀଙ୍କ ପାଇଁ ଏହି ନିୟମ ଲାଗୁ ହେବ ।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories