www.samajalive.in
Sunday, December 7, 2025
23.1 C
Bhubaneswar

ଶ୍ରମିକଙ୍କ ସମସ୍ୟାର ସମାଧାନ ପାଇଁ ରାଜ୍ୟ ସରକାର ନୋଡାଲ୍‍ ଅଫିସର ନିୟୋଜିତ କରନ୍ତୁ : ଗଙ୍ଗୱାର

ନୂଆଦିଲ୍ଲୀ : କେନ୍ଦ୍ର ଶ୍ରମ ଓ ନିୟୋଜନ ମନ୍ତ୍ରୀ ସନ୍ତୋଷ ଗଙ୍ଗୱାର ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସରକାରଙ୍କୁ କହିଛନ୍ତି ଯେ, କୋଭିଡ-୧୯ ସଂକ୍ରମଣକୁ ଦୃଷ୍ଟିରେ ରଖି ସେମାନେ ଶ୍ରମିକମାନଙ୍କ ସମସ୍ୟାର ସମାଧାନ କରିବା ପାଇଁ କେନ୍ଦ୍ର ସରକାରଙ୍କ କଣ୍ଟ୍ରୋଲ ରୁମ୍‍ ସହ ସମନ୍ୱୟ ରକ୍ଷା କରିବା ସକାଶେ ନୋଡାଲ୍‍ ଅଫିସର ନିୟୋଜିତ କରନ୍ତୁ। ଏକ ପତ୍ର ଲେଖି ସେ କହିଛନ୍ତି  ସରକାରଙ୍କ ପକ୍ଷରୁ ଦେଶରେ ୨୦ଟି କଣ୍ଟ୍ରୋଲ୍‍ ରୁମ୍‍ ଖୋଲାଯାଇଛି। ଏହି କଣ୍ଟ୍ରୋଲ୍‍ ରୁମ୍‍ ସହିତ ନୋଡାଲ୍‍ ଅଫିସରମାନେ ସମନ୍ୱୟ ରକ୍ଷା କରି ଦିନମଜୁରିଆଙ୍କ ସମସ୍ୟାର ସମାଧାନ କରିବାକୁ ସେ କହିଛନ୍ତି। ଏ କ୍ଷେତ୍ରରେ କେନ୍ଦ୍ର ଓ ରାଜ୍ୟ ସରକାର ମିଳିତ ଭାବେ କାର୍ଯ୍ୟ କରିବା ଆବଶ୍ୟକ ବୋଲି ସେ କହିଛନ୍ତି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories