www.samajalive.in
Wednesday, December 10, 2025
15.1 C
Bhubaneswar

୨% ବଢିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର: ସୋମବାର ଓଡିଶା ସରକାର ୨% ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି । ଏହାଦ୍ବାରା ସରକାରୀ କର୍ମଚାରୀ ଓ ପେନସନଭୋଗୀ ଉପକୃତ ହେବେ । ଏହି ବର୍ଦ୍ଧିତ ଭତ୍ତା ଫଳରେ ମୋଟ୍ ମହଙ୍ଗା ଭତ୍ତା ୯ ପ୍ରତିଶତକୁ ବୃଦ୍ଧି ପାଇଛି । ଏସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଘୋଷଣା କରିଛନ୍ତି । ୨୦୧୮ ଜୁଲାଇ ୧ରୁ ଏହା ପିଚ୍ଛିଲା ଭାବେ ଲାଗୁ ହେବ। ୱାର୍କ ଚାର୍ଜ କର୍ମଚାରୀଙ୍କ ସମେତ ପୂର୍ଣ୍ଣ ଅନୁଦାନପ୍ରାପ୍ତ ବେସରକାରୀ କଲେଜର ଅଧ୍ୟାପକ ଓ କର୍ମଚାରୀମାନେ ମଧ୍ୟ ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ପାଇବେ ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories