www.samajalive.in
Wednesday, December 10, 2025
23.1 C
Bhubaneswar

ପୀତବାସ ପଣ୍ଡା ହତ୍ୟା ମାମଲା: ଅଭିଯୁକ୍ତଙ୍କ ହେବ ଟିଆଇ ପରେଡ୍‌

ସମାଜ ଡିଜିଟାଲ ଡେସ୍କ: ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଆଜି ୮ ଅଭିଯୁକ୍ତଙ୍କ ଟିଆଇ ପରେଡ୍‌ କରାଯିବ । ଗିରଫ ୧୬ ଅଭିଯୁକ୍ତଙ୍କ ମଧ୍ୟରୁ ୮ଜଣଙ୍କ ଟିଆଇ ପରେଡ ବ୍ରହ୍ମପୁରର ମଣ୍ଡଳ କାରାଗାରରେ ହେବ । ସଂପୃକ୍ତ ଅଭିଯୁକ୍ତମାନେ ହେଲେ ଉମା ବିଷୋୟୀ, କୁରୁପତି ଭୂୟାଁ, ଚିଣ୍ଟୁ ପ୍ରଧାନ, ଯୋଗେନ୍ଦ୍ର ରାଉତ, ଶିଶୁପାଲ ପାଶ୍ୱାନ, କୁନ୍ଦନ କୁମାର, ସୀମାଞ୍ଚଳ ନାୟକ ଓ ବିପିନ ସ୍ୱାଇଁ । ଅଭିଯୁକ୍ତଙ୍କର ଟିଆଇ ପରେଡ ପାଇଁ ମାମଲାର ତଦନ୍ତ ଅଧିକାରୀ ପ୍ରିୟାସ ରଞ୍ଜନ ଛୋଟରାୟ ବ୍ରହ୍ମପୁର ଏସଡିଜେଏମ କୋର୍ଟରେ ପିଟିସନ ଦାଖଲ କରିଥିଲେ । ଆଜି ଜେଲ ଭିତରେ ମାଜିଷ୍ଟ୍ରେଟ, ଜେଲ ଅଧିକାରୀଙ୍କ ଉପସ୍ଥିତିରେ ସାକ୍ଷୀ ରୂପେ ଥିବା ବ୍ୟକ୍ତି ଅନ୍ୟମାନଙ୍କ ଗହଣରେ ଅଭିଯୁକ୍ତଙ୍କୁ ଚିହ୍ନଟ କରିବେ ।

Hot this week

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

Related Articles

Popular Categories