www.samajalive.in
Friday, December 5, 2025
16.1 C
Bhubaneswar

ଅକ୍ଟୋବର ୯ରୁ ରାଜ୍ୟସ୍ତରୀୟ ତୀରନ୍ଦାଜୀ ପ୍ରତିଯୋଗିତା

ସମ୍ବଲପୁର: ଆସନ୍ତା ଅକ୍ଟୋବର ୯ରୁ ୧୨ ତାରିଖ ପର୍ଯ୍ୟନ୍ତ ସମ୍ବଲପୁର ଜିଲାର ଯୁଜୁମୁରାଠାରେ ରାଜ୍ୟସ୍ତରୀୟ ତୀରନ୍ଦାଜୀ ପ୍ରତିଯୋଗିତା ଅନୁ​ଷ୍ଠିତ ହେବ। ଏଥିପାଇଁ ସମ୍ବଲପୁର ଜିଲା ତୀରନ୍ଦାଜୀ ସଂଘର ଏକ ପ୍ରତିନିଧି ମଣ୍ଡଳ ବୁଧବାର ଜିଲାପାଳଙ୍କୁ ସାକ୍ଷାତକାର କରି ରାଜ୍ୟସ୍ତରୀୟ ପ୍ରତିଯୋଗିତାର ସଫଳ ଆୟୋଜନ ପାଇଁ ବିଭିନ୍ନ ବିଷୟରେ ଆଲୋଚନା କରିବା ସହିତ ସହଯୋଗ କାମନା କରିଥିଲେ। ପ୍ରତିନିଧି ମଣ୍ଡଳରେ ସଂଘ ସଭାପତି କିଶୋର କୁମାର ଦେହୁରୀ, ଉପସଭାପତି ଅଶ୍ୱିନୀ କୁମୁରା ଓ ଉପଦେଷ୍ଟା ସୁରେଶ୍ୱର ପ୍ରଧାନ ପ୍ରମୁଖ ଉପସ୍ଥିତ ରହିଥିଲେ।

Hot this week

ରାତି ବଢିବା ସହ ବଢ଼ିଲାଣି ଭିଡ ,କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି

କଟକ :କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି । କିନ୍ତୁ ଆଜିଠୁ...

ସମ୍ପତ୍ତି ଆଗରେ ସମ୍ପର୍କ ତୁଛ , ମା ର ମୃତ ଦେହ ସତ୍କାର ନହୋଇ ପଡ଼ିରହିଛି

କୁଜଙ୍ଗ: କୁଜଙ୍ଗ ବ୍ଲକ ବିଶ୍ୱାଳି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି।...

ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦,କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର: ଆସନ୍ତା ୯ ତାରିଖରେ ବାରବାଟୀ ଷ୍ଟାଡିୟମ, କଟକ ଠାରେ ଭାରତ-ଦକ୍ଷିଣ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ଫୁଲବାଣୀ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି...

୨ ଶିଶୁ ସହ ୧୫ ଦାଦନ ଶ୍ରମିକ ଉଦ୍ଧାର, ଫେରାର ସର୍ଦ୍ଦାର ଗିରଫ

କଣ୍ଟାବାଞ୍ଜି: ତୁରକେଲା ଥାନା ପୁଲିସ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ଗୁରୁବାର...

Related Articles

Popular Categories