www.samajalive.in
Friday, December 12, 2025
27.1 C
Bhubaneswar

ରାଜ୍ୟସ୍ତରୀୟ ଗଣତନ୍ତ୍ର ଦିବସ – ଜାତୀୟ ପତାକା ଉତ୍ତୋଳନ କଲେ ରାଜ୍ୟପାଳ ରଘୁବର ଦାସ

ଡେସ୍କ: ୭୫ ତମ ଗଣତନ୍ତ୍ର ଦିବସ ଅବସରରେ ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟପାଳ ରଘୁବର ଦାସ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ଅନ୍ୟ ବରିଷ୍ଠ ମାନ୍ୟଗଣ୍ୟ ବ୍ୟକ୍ତି ଓ ଅଧିକାରୀଙ୍କ ଉପସ୍ଥିତିରେ ରାଜ୍ୟସ୍ତରୀୟ ଗଣତନ୍ତ୍ର ଦିବସ ପାଳିତ ହୋଇଛି। ଓଡ଼ିଶା ପୁଲିସ, ଆଇଟିବିପି, ସିଆରପିଏଫ୍, ଆରପିଏଫ୍, ସିଭିଲ୍ ଡିଫେନ୍ସ, ଅଗ୍ନିଶମ କର୍ମଚାରୀ ଏବଂ ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ରାଜ୍ୟପାଳଙ୍କୁ ଗାର୍ଡ ଅଫ ଅନର ଦିଆଯାଇଥିଲା।

ଆଜି ମଧ୍ୟ ସମସ୍ତ ଜିଲ୍ଲା ମୁଖ୍ୟାଳୟ, କାର୍ଯ୍ୟାଳୟ ଏବଂ ଶିକ୍ଷାନୁଷ୍ଠାନ ଓ ବ୍ୟବସାୟ ପ୍ରତିଷ୍ଠାନରେ ଜାତୀୟ ପତାକା ଉତ୍ତୋଳନ ସହ ଉତ୍ସାହର ସହିତ ଗଣତନ୍ତ୍ର ଦିବସ ପାଳନ କରାଯାଉଛି।

Hot this week

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ୪ଜଣଙ୍କୁ ବହିଷ୍କାର କଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳବସ୍ଥା ଘଟଣାରେ ଡିଜିସିଏ...

ଭିଜିଲାନ୍ସ ନାଁରେ ଓଏଏସ୍‌ ଙ୍କୁ ଠକେଇ, ଦୁଇ ଗିରଫ

ରାଉରକେଲା : ନିଜକୁ ଭିଜିଲାନ୍ସ ଅଧିକାରୀ କହି ଠକେଇ ଅଭିଯୋଗରେ ଦୁଇ...

ବାର୍ବି କ୍ୟୁ ନେସନ୍‌ରେ ନିମ୍ନମାନର ଖାଦ୍ୟ, ଲାଗିଲା ଜରିମାନା…

ନୂଆଦିଲ୍ଲୀ : ଯଦି ଆପଣ ଖାଦ୍ୟ ପ୍ରିୟ ଏବଂ ଭାବୁଛନ୍ତି ଯେ...

ଝାଡ଼ଖଣ୍ଡରେ ଆତଙ୍କବାଦୀ ସନ୍ଦିଗ୍ଧଙ୍କ ଘରେ ଏନଆଇଏ ରେଡ

ସମାଜ ଲାଇଭ ଡେସ୍କ : ଝାଡ଼ଖଣ୍ଡ ହଜାରିବାଗ ଅଞ୍ଚଳରେ ଆଇଏସଆଇଏସ ଆତଙ୍କି...

ମଣ୍ଡି ଅଚଳାବସ୍ଥା : ତାତିଲେ ଚାଷୀ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଖରିଫ୍‌ ମଣ୍ଡିରେ ଅଚଳାବସ୍ଥା ଲାଗିରହିଛି। ଜିଲ୍ଲାରେ ଗତ...

Related Articles

Popular Categories