www.samajalive.in
Friday, December 12, 2025
27.1 C
Bhubaneswar

ଏଣିକି କାମରେ ବିଳମ୍ବ ହେଲେ ବନ୍ଦ ହେବ ଦରମା- ମନ୍ତ୍ରୀ

ଭୁବନେଶ୍ୱର : ଏଣିକି କାମରେ ବିଳମ୍ବ ହେଲେ ଅଧିକାରୀଙ୍କ ଦରମା ବନ୍ଦ ହେବ । ଏନେଇ ପାନୀୟ ଜଳ ଯୋଗାଣ ବିଭାଗର ହିସାବ ଦେଇ ମନ୍ତ୍ରୀ ରବି ନାରାୟଣ ନାୟକ କହିଛନ୍ତି, ପାନୀୟ ଜଳଯୋଗାଣରେ ବିଳମ୍ବ ହେଲେ ଅଧିକାରୀଙ୍କ ଦରମା ବନ୍ଦ ହେବ । ଏନେଇ ନିର୍ଦ୍ଦେଶ ମଧ୍ୟ ଜାରି ହେବ ବୋଲି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ କହିଛନ୍ତି । ମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି, ପାନୀୟ ଜଳ ବ୍ୟବସ୍ଥା ଆଜି ମଧ୍ୟ ସରକାରଙ୍କ ପାଇଁ ଚ୍ୟାଲେଞ୍ଜ । ୨୦୭ ମେଗା ପ୍ରକଳ୍ପ ଦ୍ୱାରା ପାଣି ଦେବା ପାଇଁ ନିଷ୍ପତ୍ତି ହୋଇଥିବା ବେଳେ ୧୮ଟି ପ୍ରକଳ୍ପରେ ସବୁ ଘରକୁ ଜଳ ବ୍ୟବସ୍ଥା ହୋଇଛି । ତେବେ ଅଗଷ୍ଟରେ ୨୧ଟି ସେପ୍ଟେମ୍ବର ଶେଷ ସୁଦ୍ଧା ୧୧ଟି ଓ ଡିସେମ୍ବର ସୁଦ୍ଧା ୨୨ଟି ପ୍ରକଳ୍ପ ଶେଷ ହେବ । ୨୦୧୬ ଠାରୁ ଆରମ୍ଭ ହୋଇଥିବା ପ୍ରକଳ୍ପ ୨୦୨୫ରେ ସରିବ । ୨୯ ହଜାର ୫୧୨ଟି ନଳକୂପ ଏ ବର୍ଷ ଦିଆଯାଇଥିବା ବେଳେ ୨୦ ହଜାର ୮୯୧ଟି ନଳକୂପ ଖନନ ହୋଇ ଲୋକେ ପାଣି ପାଉଛନ୍ତି । ବଳକା ପ୍ରକଳ୍ପ ୨୦୩୬ ସୁଦ୍ଧା ଶେଷ ହେବ ବୋଲି ମନ୍ତ୍ରୀ କହିଛନ୍ତି ।

ଅଗଷ୍ଟରେ ୩ ଥର କରିବେ ସୂର୍ଯ୍ୟ ଚଳନ; ଚୁଟ୍‌କିରେ ବଦଳିଯିବ ଏହି ରାଶିଙ୍କ ଭାଗ୍ୟ, ମିଳିବ ଗୋଟିଏ ପରେ ଗୋଟିଏ ସଫଳତା, ହେବେ ଧନୀ..

ଦେଖନ୍ତୁ ଭିଡିଓ ; ବୃଦ୍ଧାଙ୍କୁ ରାସ୍ତା କଡରେ ଛାଡି ଦେଲେ ପରିବାର

- Advertisement -

Hot this week

ବାର୍ବି କ୍ୟୁ ନେସନ୍‌ରେ ନିମ୍ନମାନର ଖାଦ୍ୟ, ଲାଗିଲା ଜରିମାନା…

ନୂଆଦିଲ୍ଲୀ : ଯଦି ଆପଣ ଖାଦ୍ୟ ପ୍ରିୟ ଏବଂ ଭାବୁଛନ୍ତି ଯେ...

ଝାଡ଼ଖଣ୍ଡରେ ଆତଙ୍କବାଦୀ ସନ୍ଦିଗ୍ଧଙ୍କ ଘରେ ଏନଆଇଏ ରେଡ

ସମାଜ ଲାଇଭ ଡେସ୍କ : ଝାଡ଼ଖଣ୍ଡ ହଜାରିବାଗ ଅଞ୍ଚଳରେ ଆଇଏସଆଇଏସ ଆତଙ୍କି...

ମଣ୍ଡି ଅଚଳାବସ୍ଥା : ତାତିଲେ ଚାଷୀ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଖରିଫ୍‌ ମଣ୍ଡିରେ ଅଚଳାବସ୍ଥା ଲାଗିରହିଛି। ଜିଲ୍ଲାରେ ଗତ...

ଟ୍ରମ୍ପଙ୍କ ସହ ବାଣିଜ୍ୟିକ ଆଲୋଚନା କଲେ ମୋଦୀ

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ...

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

Related Articles

Popular Categories