www.samajalive.in
Sunday, December 7, 2025
16.1 C
Bhubaneswar

ଭୋଟ ଦେଉଛି ଓଡ଼ିଶା; ୬ଲୋକସଭା ଓ ୪୨ବିଧାନସଭା ଆସନରେ ଭୋଟିଂ

ଭୁବନେଶ୍ୱର: ଆଜି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ ଗ୍ରହଣ କରାଯାଉଛି। ୬ଟି ଲୋକସଭା ଓ ୪୨ଟି ବିଧାନସଭା ଆସନରେ ମତଦାନ ସକାଳ ୭ଟାରୁ ଆରମ୍ଭ ହେଉଛି। ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମତଦାନ ଗ୍ରହଣ କରାଯିବ। ସମ୍ବଲପୁର, କଟକ, ଭୁବନେଶ୍ୱର, ପୁରୀ, ଢେଙ୍କାନାଳ ଓ କେନ୍ଦୁଝର ସଂସଦୀୟ କ୍ଷେତ୍ରରେ ଭୋଟ ଗ୍ରହଣ କରାଯାଉଛି। ତେବେ ରେଢାଖୋଲ ଓ କୁଚିଣ୍ଡାରେ ଅପରାହ୍ନ ୪ଟା ଯାଏ ଏବଂ ଦେବଗଡରେ ଅପରାହ୍ନ ୫ଟା ପର୍ଯ୍ୟନ୍ତ ମତଦାନ ଗ୍ରହଣ କରାଯିବ। ଏହି ପର୍ଯ୍ୟାୟରେ ୬୪ଜଣ ସାଂସଦ ପ୍ରାର୍ଥୀ ଓ ୩୮୩ ବିଧାୟକ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର।
ସକାଳୁ କିଛି ସ୍ଥାନରେ ଇଭିଏମରେ ତ୍ରୁଟି ଯୋଗୁ ମତଦାନରେ ବିଳମ୍ବ ହୋଇଥିବା ସୂଚନା ମିଳିଛି। କଟକ, ଢେଙ୍କାନାଳ, ପୁରୀ, ଭୁବନେଶ୍ୱର, ବ୍ରହ୍ମଗିରିରେ କିଛି ସ୍ଥାନରେ ଇଭିଏମରେ ତ୍ରୁଟି ଯୋଗୁ ମତଦାନ ବିଳମ୍ବ ହୋଇଛି।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories