www.samajalive.in
Monday, December 8, 2025
13.1 C
Bhubaneswar

ଫେବୃୟାରୀ ୩ୟ ସପ୍ତାହରେ ହୋଇପାରେ ମାଟ୍ରିକ ପରୀକ୍ଷା, ଗତଥର ସମସ୍ୟା ଥିବା କେନ୍ଦ୍ରକୁ ବାଦ୍ ଦିଆଯାଇପାରେ: ଗଣଶିକ୍ଷା ମନ୍ତ୍ରୀ

କଟକ: ମାଟ୍ରିକ ପାରୀକ୍ଷା ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ସାଧାରଣତଃ ଫେବୃଆରୀ ତୃତୀୟ ସପ୍ତାହରେ ମାଟ୍ରିକ ପରୀକ୍ଷା ହୋଇଥାଏ । ମାଟ୍ରିକ ପରୀକ୍ଷା ନେଇ ବୋର୍ଡ କର୍ତ୍ତୃପକ୍ଷ ବିଧିବଦ୍ଧ ଭାବେ ସୂଚନା ଦେବେ। ଗତଥର ଯେଉଁ ପରୀକ୍ଷା କେନ୍ଦ୍ରରେ ସମସ୍ୟା ଥିଲା, ସେସବୁର ଏଥର ତର୍ଜମା କରାଯାଉଛି। ଆବଶ୍ୟକ ପଡିଲେ ସେହି ପରୀକ୍ଷା କେନ୍ଦ୍ରକୁ ବାଦ୍ ଦିଆଯିବ। ଉକ୍ତ ପରୀକ୍ଷା କେନ୍ଦ୍ରକୁ ବାଦ୍‌ ଦେଇ ନିକଟରେ ଥିବା କେନ୍ଦ୍ରରେ ପରୀକ୍ଷା କରାଯିବ ବୋଲି ସମୀର ଦାଶ କହିଛନ୍ତି।

Hot this week

ଟି-୨୦ ବିଶ୍ବ କପ ଜର୍ସି ଉନ୍ମୋଚନ

ରାୟପୁର: ଭାରତୀୟ କ୍ରିକେଟ୍‌‌ ଦଳର ଅଫିସିଆଲ୍‌‌ କିଟ୍‌‌ ପ୍ରାୟୋଜକ ଆଡିଡାସ୍‌‌ ବିସିସିଆଇ...

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

Related Articles

Popular Categories